କନ୍ଦାଉଛି କରୋନା

ନୂଆଦିଲ୍ଲୀ,୧୧ା୪: ଦିନକୁ ଦିନ ଭାରତରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ମୃତ୍ୟୁସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୭,୩୪୭ରେ ପହଞ୍ଚିଛି। ଯଦିଓ ୬୯୭ ରୋଗୀ ସୁସ୍ଥହୋଇ ଘରକୁ ଫେରିଛନ୍ତି, ତଥାପି ଗୋଟିଏ ଦିନରେ ୬୧୮ ରୋଗୀ ଚିହ୍ନଟ ହୋଇଛନ୍ତି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ମହାରାଷ୍ଟ୍ର। ଏଠାରେ ମୃତ୍ୟୁସଂଖ୍ୟା ୧୦୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧,୩୬୪ ଛୁଇଁଛି। ତାମିଲନାଡ଼ୁରେ ୯ ମୁଣ୍ଡ ଯାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୯୧୧ରେ ପହଞ୍ଚିଛି। ରାଜଧାନୀ ଦିଲ୍ଲୀରେ ୯୦୩ ସଂକ୍ରମିତ ଥିବା ବେଳେ ୧୪ ଜଣଙ୍କ ଜୀବନ ଯାଇଛି। ମଧ୍ୟପ୍ରଦେଶରେ ୩୬ ମୁଣ୍ଡ ଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୪୫୧ରେ ପହଞ୍ଚିଛି। ରାଜସ୍ଥାନରେ ୫୨୦ ରୋଗୀ ଥିବାବେଳେ ତେଲଙ୍ଗାନାରେ ୪୮୭, ୟୁପିରେ ୪୩୩, ଆନ୍ଧ୍ରପ୍ରଦେଶରେ ୩୮୧, ଗୁଜରାଟରେ୭୮, କେରଳରେ ୩୬୪, ଜମ୍ମୁ-କଶ୍ମୀରରେ ୨୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକରେ ମଧ୍ୟ କରୋନା ଭୂତାଣୁ କାୟାବିସ୍ତାର କରିବାରେ ଲାଗିଛି। ପରିସ୍ଥିତି ଜଟିଳ ହେବାରେ ଲାଗିଥିବା ବେଳେ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ସମୟ ସୀମା ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri