Posted inପୁରୀ

କନ୍ଦାଖାଇ କଲେଜ ପକ୍ଷରୁ ସଫେଇ

କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍‌ ଗାଇଡ୍‌ ମିଳିତ ଆନୁକୂଲ୍ୟରେ ସୋମବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାଲୁଦ, ପଞ୍ଚୁଦୋଳ ପଡିଆସ୍ଥିତ ପଞ୍ଚମୁଖୀ ହନୁମାନଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ନୃସିଂହାନନ୍ଦ ପଣ୍ଡା ଉଦ୍‌ଘାଟନ କରିଥିଲେ ା ଜାତୀୟ ସେବା ସଂସ୍ଥାର ପ୍ରୋଗ୍ରାମ ଅଫିସର ପ୍ରାଧ୍ୟାପକ ଡ. ପ୍ରଭାତ କୁମାର ଆଚାର୍ଯ୍ୟ, ରୋଭର ଲିଡର ରମେଶ ଚନ୍ଦ୍ର ବିଶ୍ୱାଳଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ମନ୍ଦିର ପରିସରକୁୁ ଆବର୍ଜନାମୁକ୍ତ କରିଥିଲେ ା ଅଳିଆ, ଆବର୍ଜନା ପଡ଼ି ରହିଥିବା ଏହି ଅଞ୍ଚଳକୁ ପରିଷ୍କାର ରଖିବା ନିମନ୍ତେ ପ୍ରୋଗ୍ରାମ ଅଫିସର ଡ. ଆଚାର୍ଯ୍ୟଙ୍କ ଅନୁରୋଧକ୍ରମେ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହେବା ସହ ଛାତ୍ରୀଛାତ୍ରଙ୍କ ଦ୍ୱାରା ଏକ ସଚେତନତା ଶୋଭାଯାତ୍ରା ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri