କନ୍ଧମାଳକୁ ଡେଇଁଲା କରୋନା: ୨ ପଜିଟିଭ୍‌ ଚିହ୍ନଟ

କନ୍ଧମାଳ,୧୮ା୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କନ୍ଧମାଳ ଜିଲାରେ ୨ ଆକ୍ରାନ୍ତ ରହିଥିବା ବେଳେ କନ୍ଧମାଳ ନୂଆ କରୋନା ଆକ୍ରାନ୍ତ ଜିଲା ଭାବେ ଚିହ୍ନଟ ହୋଇଛି। ଏହାକୁ ମିଶାଇ ମୋଟ୍‌ ୨୩ ଜିଲାକୁ କରୋନା ଛୁଇଁଲାଣି।