କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର କନ୍ଧମାଳ ଜିଲା ଫୁଲବାଣୀରେ ଜଣେ ଡାକ୍ତରୀ ଛାତ୍ର କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ କରାଯାଉଛି। ସେ ଚୀନରେ ରହି ଏମ୍‌ବିବିଏସ୍‌ କରୁଥିବା ବେଳେ ଗତ ୧୧ ତାରିଖରେ ଫୁଲବାଣୀ ଫେରିଥିଲେ। ସେବେଠାରୁ ଥଣ୍ଡାକାଶ ଲାଗି ରହିଥିବାରୁ ତାଙ୍କଠାରେ ଏହି ଭୂତାଣୁ ଥିବା ସନ୍ଦେହ କରି ସେ ସ୍ବାସ୍ଥ୍ୟ ପରୀକ୍ଷା କରିବା ନେଇ ସିଡିଏମ୍‌ଓଙ୍କୁ ଚିଠି ଲେଖିଥିଲେ। ଏହା ପରେ ଯୁବକଙ୍କୁ ଏସ୍‌ସିବି ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି। ଏହାଛଡ଼ା ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲାପାଳଙ୍କ କୋର କମିଟି ବୈଠକ ଡାକିଥିଲେ। ଏହି ବୈଠକରେ କନ୍ଧମାଳ ସିଡିଏମ୍‌ଓ, ଜିଲା ମୁଖ୍ୟ ଚିକିତ୍ସାଳୟ ଏଡିଏମ୍‌ଓ, ଜିଲା ଶିକ୍ଷାଧିକାରୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୯ା୧୦: ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଏହି ପ୍ରଶ୍ନର ଉତ୍ତରରେ ଅନେକ କ୍ରିକେଟରଙ୍କ ନାଁ ସାମ୍ନାକୁ ଆସିପାରେ। କିନ୍ତୁ ଭାରତୀୟ ଦଳର ପୂର୍ବତନ କ୍ରିକେଟର ଦିନେଶ…

ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି…

ଚତୁର୍ଥ ଟି-୨୦ରେ ଇଶାନ କିଶନ IN, ବୈଭବ OUT! କାହାକୁ ମିଳିଲା ସ୍ଥାନ, ସମ୍ଭାବ୍ୟ ପ୍ଲେଇଂ-୧୧ ଉଡାଇଦେବ ହୋସ୍‌

ନୂଆଦିଲ୍ଲୀ, ୨୯।୧୦: ଶୁକ୍ରବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ ଖେଳାଯିବ। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସିରିଜରେ ୩-୦ରେ ଅପରାଜେୟ…

ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା…

ଗଞ୍ଜାମରେ ପ୍ରଶାସନ ସଜାଗ: ସ୍ଥିତି ସମୀକ୍ଷା ସମୀକ୍ଷା କଲେ ବ୍ରହ୍ମପୁର ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଜଳସ୍ତର ଓ ଜଳପ୍ରବାହ ବୃଦ୍ଧି…

ବାତ୍ୟା ପ୍ରଭାବ, ଉଜୁଡ଼ିଲା ଧାନ ଫସଲ: ଚାଷୀଙ୍କ ଚିନ୍ତା ବଢିଲା

ବରଗଡ଼,୨୯୧୦(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ସ୍ବଳ୍ପ ବୃଷ୍ଟିପାତ…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪…

ସିମନବାଡ଼ି ପଞ୍ଚାୟତର ୩ ଗାଁ ଜଳବନ୍ଦୀ, ବ୍ରିଜ୍‌ ଉପରେ ୫ ଫୁଟ ଉଚ୍ଚର ପାଣି, ରୋଗୀଙ୍କୁ ପିଠିରେ ବୋହି…

ଦାରିଙ୍ଗବାଡ଼ି,୨୯ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ପ୍ରଭାବିତ ହୋଇଛି। ଉକ୍ତ ବ୍ଲକ ସିମନବାଡ଼ି ପଞ୍ଚାୟତର ୩ ଗାଁ ଏବେ ଜଳବନ୍ଦୀରେ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?