କନ୍ଧମାଳ ଜିଲାପାଳଙ୍କ ଶ୍ରାନିକେତା ଗସ୍ତବିଦ୍ୟାଳୟ, ପଞ୍ଚାୟତ କାର୍ଯ୍ୟାଳୟର ସ୍ଥିତି ପରଖିଲେ

ଦାରିଙ୍ଗବାଡ଼ି,୨।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେଠାରେ କେହି କର୍ମଚାରୀ ନଥିବା ଜାଣି ଉଦ୍‌ବେଗ ପ୍ରକାଶ କରିବା ସହ ଚାଲିଥିବା ଏମ୍‌ଜିଏନ୍‌ଇଆର୍‌ଇଜିଏସ୍‌ କାର୍ଯ୍ୟ କିଭଳି ଚାଲିଛି ତାହା ଉପସ୍ଥିତି ଲୋକଙ୍କ ପଚାରିବୁଝିଥିଲେ। ପରେ ସେ ଉକ୍ତ ପଞ୍ଚାୟତର ସୁଲୁମାହା ବିଦ୍ୟାଳୟକୁ ଯାଇ ସେଠାକାର ମଧ୍ୟାହ୍ନଭୋଜନ ରୋଷେଇ ଏବଂ ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସେହିପରି ଛାତ୍ରୀଛାତ୍ରଙ୍କ ପାଠପଢା ସମ୍ପର୍କରେ ଆଲୋଚନା କରିବା ସହ ବିଦ୍ୟାଳୟ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ସେ ବିଦ୍ୟାଳୟ ସମ୍ମୁଖରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଖଲି ସିଲେଇ କେନ୍ଦ୍ର ବୁଲି ଦେଖିବା ସହ ମହିଳା ମାନଙ୍କଦ୍ୱାରା ସଂଗ୍ରହ ଏବଂ ପ୍ରସ୍ତୁତ କରାଯାଉଥିବା ଅଁଳା, ହରିଡ଼ା, ବାହାଡ଼ାର ପ୍ରସ୍ତୁତୀ ଦେଖିବା ସହ ମହିଳାମାନଙ୍କ ସହ ଆଲୋଚନା କରିଥିଲେ। ପରେ ସେ ଫୁଲବାଣୀ ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri