କପିଲଙ୍କ ସହ ବିବାଦ ଭୁଲିଲେ ସୁନିଲ, ବାପା ହେବା ନେଇ ଜଣାଇଲେ ଶୁଭେଚ୍ଛା

ବମ୍ବେ: ଲୋକପ୍ରିୟ କମେଡିଆନ୍‌ କପିଲ ଶର୍ମା-ସୁନିଲ ଗ୍ରୋଭରଙ୍କ ମଧ୍ୟରେ ଉପୁଜିଥିବା ବିବାଦ ବିଷୟରେ କାହାକୁ ବା ଅଚ୍ଛପା। ଉଭୟଙ୍କୁ ଏକାଠି ଗୋଟିଏ ମଞ୍ଚରେ ଦେଖିବା ଲାଗି ପ୍ରଶଂସକମାନେ ଚାହିଁ ବସିଥିବା ବେଳେ ସୁନିଲ କିନ୍ତୁ ତାହା ଚାହୁଁ ନାହାନ୍ତି। ଫଳରେ ବିବାଦ ସମାଧାନର ବାଟ ଫିଟୁନାହିଁ ବୋଲି ଚର୍ଚ୍ଚା ହୁଏ। ଏବେ କିନ୍ତୁ ସୁନିଲ ସମସ୍ତ ବିବାଦକୁ ଭୁଲି କପିଲଙ୍କୁ ବାପା ହେବା ଲାଗି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରରେ ଝିଅ ହେବାର ଖୁସି ବାଣ୍ଟିବା ପରେ ସୁନିଲ ତାଙ୍କୁ ଶୁଭେଚ୍ଛା, ସ୍ନେହ ଓ ଭଲପାଇବା ବୋଲି କହିଛନ୍ତି। ଏଣୁ ଉଭୟ ପୁଣି ଏକାଠି ହୋଇପାରନ୍ତି ବୋଲି ପ୍ରଶଂସକମାନେ ଆଲୋଚନା କରିବା ଆରମ୍ଭ କରିଦେଲେଣି।

କପିଲ ୨୦୧୮ ମସିହା ଡିସେମ୍ବର ୧୨ ତାରିଖରେ ଗିନ୍ନି ଚତରଥଙ୍କୁ ବିବାହ କରିଥିଲେ। ଏହା ପୂରଣ ହେବାକୁ ମାତ୍ର ଦୁଇ ଦିନ ଥିବା ବେଳେ କପିଲ ବାପା ହୋଇଛନ୍ତି। ଏହି ଖୁସି ଖବର କପିଲ ନିଜ ଟୁଇଟର ପୃଷ୍ଠାରେ ଶେୟାର କରିଛନ୍ତି। ପରେ ନୁସରତ ଭରୁଚା, ଦୀୟା ମିର୍ଜା, କିକୁ ଶାରଦା, ରକୁଲ ପ୍ରିତଙ୍କ ଭଳି ଅନେକେ ଫିଲ୍ମ ଏବଂ ଟେଲିଭିଜନ ଜଗତ ସହ ଜଡିତ ଅଭିନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri