ଢେଙ୍କାନାଳ ଅଫିସ, ୨୧।୨: ଢେଙ୍କାନାଳ ଜିଲା କପିଳାସ ଶୈବପୀଠରେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ପାଳିତ ହେଉଛି। ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉ ମହାଦେବ ଓ ମାତା ପାର୍ବତୀଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଲାଗିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶନିବାର ଭୋର ୪ଟା ୨୦ରେ ମହାଦୀପ ଉଠିବା ପାଇଁ ସମୟ ନର୍ଘଣ୍ଟ ହୋଇଛି। ଜିଲାପାଳ ଭୁୁମେଶ ଚନ୍ଦ୍ର ବେହେରା, ଏସ୍ପି ଅନୁପମା ଜେମ୍ସ ଓ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପୀଠରେ ଉପସ୍ଥିତ ଅଛନ୍ତି। ସୁରକ୍ଷା ବ୍ୟବସ୍ଥା ପାଇଁ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି।
Posted inHome, Home Left, ଆମ ଜିଲା ଖବର, ଢେଙ୍କାନାଳ View All
ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା
ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…
ଆଉଟ୍ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video
ନୂଆଦିଲ୍ଲୀ,୨୮।୫: ଆଇପିଏଲ୍ ୨୦୨୬ର ଏଲିମିନେଟର୍ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…
ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ
ଲକ୍ଷ୍ନୌ ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…
ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…
ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…
ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ
ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…
ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା
ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…
ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍ଜା କରିନେଲେ…
ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…
ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ
ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…
Archives

