କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ

ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ ମଙ୍ଗଳବାର କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବୁଧବାର ଥାନାରେ ଆଇପିସି ୩୪୧, ୨୯୪, ୩୫୩, ନଂ. ୨୨/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ହାଇସ୍କୁଲରେ ଶିକ୍ଷକ ଅଜୟ କୁମାର ଜେନା ଓ ସ୍ତ୍ରୀ କବିତା ଦଲାଇ ଶିକ୍ଷକତା କରୁଛନ୍ତି। ଗତ ୨ତାରିଖରେ ମାଟ୍ରିକର ଶେଷ ପରୀକ୍ଷାରେ ସେ ଜଣେ ବିଦ୍ୟାର୍ଥୀଙ୍କ କପି କରୁଥିବା ଜାଣି ଧରିଥିଲେ। ଶେଷରେ ଡ୍ୟୁଟି ସାରି ଅଜୟ ଓ ତାଙ୍କ ସ୍ତ୍ରୀ ବାଇକରେ ଘରକୁ ଫେରୁଥିଲେ। ତେବେ ସ୍କୁଲ ଗେଟ୍‌ରୁ କିଛି ବାଟ ଦୂରରେ ଜଣେ ବ୍ୟକ୍ତି ହଠାତ୍‌ କାହିଁକି ମୋ ପୁଅର କପି ଧରିଲ ବୋଲି କହି ଗାଳିଗୁଳଜ କରିବା ସହ ଦମ୍ପତିକୁ ଆକ୍ରମଣ କରିଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri