କପ୍ତିପଦା ବ୍ଲକ୍‌ ଆଗରେ ବିକ୍ଷୋଭ

କପ୍ତିପଦା,୨୪ା୧୨(ଡ଼ି.ଏନ୍‌.ଏ.)- ଅଲ୍‌ ଇଣ୍ଡିଆ ଡେମୋକ୍ରାଟିକ୍‌ ଯୁବ ସଂଗଠନ, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନ ଏବଂ ମହିଳା ସଂଗଠନର ମିଳିତ ଆନୁକୂଲ୍ୟରେ ଛାତ୍ର, ଯୁବକ, ମହିଳାମାନଙ୍କର ସମସ୍ୟା ନେଇ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଏକ ବିକ୍ଷୋଭ ସମାବେଶ ଅନୁଷ୍ଠିତ ହୋଇଯାଇଛି। କପ୍ତିପଦା ପୁରୁଣା ଥାନା ଛକରୁ ବିକ୍ଷୋଭକାରୀମାନେ ଏକ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରି ବ୍ଲକ୍‌ ଅଫିସ୍‌ ସମ୍ମୁଖରେ ପହଞ୍ଚିଥିଲେ। ଏହି ଅବସରରେ କମ୍ରେଡ ସମା ସମରାଏଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ କମ୍ରେଡ ଯମୁନା ସାମାଡ଼, କମ୍ରେଡ ସାଧୁଚରଣ ଖୁଣ୍ଟିଆ, ଗୋବିନ୍ଦ ହାଇବୁ୍ର, ନାରଣ ଜଙ୍କ, ଜାନକୀ ଚାକିଆ, ଡିୱାଇଓର ଜିଲା ସଭାପତି କମ୍ବ୍ରେଡ ପୀତାମ୍ବର ନାଏକ, ଡ଼ିଏସ୍‌ଓର ଅନ୍ୟତମ ବକ୍ତା ପ୍ରଶାନ୍ତ ଦାସ, ଅଲ୍‌ ଇଣ୍ଡିଆ ଡିଏସ୍‌ଓ ମହିଳା ସାଂସ୍କୃତିକ ସଂଗଠନର ସମ୍ପାଦକ ମିଞ୍ଜାରୀ ଦେଓଗାମ୍‌, ଅଲ୍‌ ଇଣ୍ଡିଆ ଛାତ୍ର ସଂଗଠନର ସମ୍ପାଦକ ଭାଗବତ ସାଉଁୟା, ଡେମୋକ୍ରାଟିକ୍‌ ଯୁବ ସଂଗଠନର ଅନ୍ୟତମ ଯୁବ ସଂଗଠକ ଜୟ ମୁର୍ମୁ ପ୍ରମୁଖ ଯୋଗଦେଇ ରାଜ୍ୟରେ ହଜାର ହଜାର ସଂଖ୍ୟାରେ ବେକାରୀ ଯୁବତୀଯୁବକ କର୍ମନିଯୁକ୍ତି ନ ପାଇବା ଫଳରେ ରାଜ୍ୟରୁ ଅନ୍ୟ ରାଜ୍ୟକୁ କିପରି କାମ ଅନ୍ବେଷଣରେ ଯାଉଛନ୍ତି ସେ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପରେ ଏକ ପ୍ରତିନିଧି ଦଳ କପ୍ତିପଦା ବିଡିଓଙ୍କୁ ସାକ୍ଷାତ କରି ୪ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri