‘କଭି ଖୁସି କଭି ଗମ୍‌’କୁ ପୂରିଲା ୧୮ ବର୍ଷ

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ କରଣ ଜୋହରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘କଭି ଖୁସି କଭି ଗମ୍‌’ ୟଶରାଜ ପ୍ରଡକ୍ସନର ସବୁଠାରୁ ହିଟ୍‌ ଫିଲ୍ମ ମଧ୍ୟରୁ ଅନ୍ୟତମ। ଏହି ଫିଲ୍ମ ୨୦୦୧ ଡିସେମ୍ବର ୧୪ରେ ରିଲିଜ୍‌ ହୋଇଥିଲା। ଏହି ଫିଲ୍ମକୁ ୧୮ବର୍ଷ ପୂରଣ ହୋଇଛି। ଏଥିରେ ଅମିତାଭ ବଚ୍ଚନ, ଶାହରୁଖ ଖାଁ, ଜୟା ବଚ୍ଚନ, କରିନା କପୁର, ହ୍ରିତିକ ରୋଶନ ଓ କାଜୋଲଙ୍କ ଭଳି ପପୁଲାର ଷ୍ଟାରକାଷ୍ଟଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ରୋମାଣ୍ଟିକ, ଡ୍ରାମା ଓ କମେଡିକୁ ନେଇ ଆଧାରିତ ହୋଇଥିବା ଫିଲ୍ମରେ ଅମିତାଭଙ୍କ ମା’ ଚରିତ୍ରରେ ପ୍ରଥମେ ଓ୍ବାହିଦା ରେହମାନଙ୍କୁ ଚୟନ କରାଯାଇଥିଲା। ହେଲେ ଓ୍ବାହିଦାଙ୍କ ସ୍ବାମୀ କମଲଜିତ୍‌ଙ୍କ ନିଧନ ପରେ ସେ ଫିଲ୍ମରୁ ଓହରିଯାଇଥିଲେ। ଏହାପରେ ଅଚଲା ସଚଦେବ ଅମିତାଭଙ୍କ ମା’ ଚରିତ୍ରରେ ଅଭିନୟ କରିଥିଲେ। ଏହି ଫିଲ୍ମର କାଷ୍ଟ, ସଂଳାପ, ଗୀତ ଓ ଦୃଶ୍ୟକୁ ଆଜି ବି ପ୍ରଶଂସକ ମନେରଖିଛନ୍ତି। ତେବେ ଫିଲ୍ମର ଭିନ୍ନ ଭିନ୍ନ ଦୃଶ୍ୟକୁ ପ୍ରଶଂସକ ସୋସିଆଲ ମିଡିଆରେ ଶେୟାର କରି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri