କମଲନାଥଙ୍କୁ ମାୟାବତୀଙ୍କ ସମର୍ଥନ ପ୍ରତ୍ୟାହାର ଧମକ

ଭୋପାଳ,୧ା୫: ମଧ୍ୟପ୍ରଦେଶର କମଲନାଥ ସରକାରଙ୍କୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ସମର୍ଥନ ପ୍ରତ୍ୟାହାର ଧମକ ଦେଇଛନ୍ତି। ଗୁନା ଆସନରୁ ଏସ୍‌ପି-ବିଏସ୍‌ପି ପ୍ରାର୍ଥୀ ହୋଇଥିବା ଲୋକେନ୍ଦ୍ର ସିଂ ରାଜପୁତ କଂଗ୍ରେସରେ ଯୋଗଦେଇ କଂଗ୍ରେସ ପ୍ରାର୍ଥୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସମର୍ଥନ ଘୋଷଣା କରିଛନ୍ତି। ଏହାକୁ ନେଇ ସୁପ୍ରିମୋ ମାୟାବତୀ କହିଛନ୍ତି, ବିଏସ୍‌ପି ପ୍ରାର୍ଥୀଙ୍କୁ ଧମକ ଦେଇ ପ୍ରତିଦ୍ୱନ୍ଦ୍ୱିତାରୁ ହଟାଇଦିଆଯାଇଛି। ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ ସରକାରକୁ ସମର୍ଥନ ନେଇ ପୁନଃ ସମୀକ୍ଷା କରାଯିବ। ପ୍ରକାଶଥାଉ କି, ୨୩୦ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ କଂଗ୍ରେସର ୧୧୪ ବିଧାୟକ ଥିଲାବେଳେ ଭାଜପାର ୧୦୯, ବିଏସ୍‌ପିର ୨ ଓ ଏସ୍‌ପିର ୧ ଓ ସ୍ବାଧୀନ ୪ ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri