Posted inଜାତୀୟ

କମଲନାଥଙ୍କ ସରକାର ଭାଙ୍ଗିବା ପାଇଁ ପୁରସ୍କାର: ଭାଜପାରେ ସମ୍ମାନ, ମିଳିବ ମନ୍ତ୍ରୀପଦ !

ନୂଆଦିଲ୍ଲୀ, ୧୦।୩: ମଧ୍ୟପ୍ରଦେଶ ରାଜନୈତିକ ସମୀକରଣରେ ନୂଆ ମୋଡ଼ ଆସିଛି। ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିଛନ୍ତି। ସେ ଏବେ ଭାଜପାରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କୁ ସମର୍ଥନ କରୁଥିବା ୨୦ କଂଗ୍ରେସ ବିଧାୟକଙ୍କ ଇସ୍ତଫା ମଞ୍ଜୁର ହେଲେ ରାଜ୍ୟ ବିଧାନସଭାରେ ବିଧାୟକଙ୍କ ସଂଖ୍ୟା ୨୦୮ରେ ପହଞ୍ଚିବ। ସେହିପରି କଂଗ୍ରେସ ଦଳ ୧୦୧ ସଦସ୍ୟଙ୍କ ମଧ୍ୟରେ ସୀମିତ ରହିବାର ସମ୍ଭାବନା ଦେଖାଦେଇଛି। ଏଭଳିସ୍ଥଳେ ଭାଜପା ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିବ। ସମ୍ପ୍ରତି ଭାଜପା ପାଖରେ ୧୦୭ ବିଧାୟକ ରହିଛନ୍ତି। ସରକାର ଗଠନ ପାଇଁ ଆବଶ୍ୟକ ୧୦୫ ମ୍ୟାଜିକ୍‌ ନମ୍ବର ଭାଜପା ସହଜରେ ହାସଲ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri