Posted inଜାତୀୟ

କମଲନାଥ, ଜ୍ୟୋତିରାଦିତ୍ୟଙ୍କୁ ପଛରେ ପକାଇ ବାଜି ମାରିବେ ଦିଗ୍‌ବିଜୟ: ଭାଜପା ନେତା

ଭୋପାଳ,୧।୯: ମଧ୍ୟପ୍ରଦେଶରେ କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଅଙ୍କକଷା ଛିଡୁନ ଥିବା ବେଳେ ଏବେ ଏହାକୁ ନେଇ ଭାଜପା ନେତା ଟିପ୍ପଣୀ ଦେବା ଆରମ୍ଭ କଲେଣି। ଦିଲ୍ଲୀରୁ ନେଇ ଭୋପାଳ ପର୍ଯ୍ୟନ୍ତ ଏବେ ଚର୍ଚ୍ଚା ମଧ୍ୟପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦ କାହାକୁ ମିଳିବ। ଏହି ଦୌଡରେ ନିଜେ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ସହ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ଦିଗ୍‌ବିଜୟ ସିଂଙ୍କ ନାଁ ଖୁବ୍‌ ଚର୍ଚ୍ଚାରେ ରହିଛି। ହେଲେ ଗୋଟିଏ ଦିନ ପୂର୍ବରୁ ଦିଗ୍‌ବିଜୟ କହିଛନ୍ତି ତାଙ୍କୁ କଂଗ୍ରେସ ଅଧ୍ୟକ୍ଷ ପଦ ଦରକାର ନାହିଁ। ତେବେ ଦିଗ୍‌ବିଜୟଙ୍କ ଏହି କଥା ଶୁଣିବା ପରେ ଭାଜପା ନେତା କୈଳାଶ ବିଜୟଭର୍ଗିୟ କହିଛନ୍ତି ସମସ୍ତଙ୍କୁ ବୋକା ବନାଇ ଶେଷରେ ବାଜି ମାରିବେ ଦିଗ୍‌ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri