କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ ଦେବାକୁ ପଡ଼ିବ। ପୂର୍ବରୁ ଏହା ୨୦% ଥିଲା। ତେବେ ୫ ଲକ୍ଷ ପର୍ଯ୍ୟନ୍ତ ଆୟକରୁ ଥିବା ଲୋକଙ୍କୁ ପୂର୍ବ ଭଳି କୌଣସି ଟିକସ ଦେବାକୁ ପଡ଼ିବ ନାହିଁ। ୭.୫ ଲକ୍ଷରୁ ୧୦ ଲକ୍ଷ ଉପରେ ୧୫% ଆୟକର ଦେବାକୁ ପଡ଼ିବ। ଏହା ପୂର୍ବରୁ ୨୦% ଥିଲା। ସେହିପରି ୧୦ ଲକ୍ଷରୁ ୧୨.୫ ଲକ୍ଷ ଟଙ୍କା ଆୟ ଉପରେ ୨୦% ଆୟକର ଦେବାକୁ ପଡ଼ିବ। ଏହା ପୂର୍ବରୁ ୩୦% ଥିଲା। ଅପରପକ୍ଷରେ ୧୨.୫ ଲକ୍ଷରୁ ୧୫ ଲକ୍ଷ ଟଙ୍କା ଆୟ ଉପରେ ୨୫% ଟିକସ ଦେବାକୁ ପଡ଼ିବ। ଏହା ପୂର୍ବରୁ ୩୦% ଥିଲା। ସେହିପରି ୧୫ ଲକ୍ଷ ଟଙ୍କା ଆୟ ଉପରେ ପୂର୍ବଭଳି ୩୦% ପ୍ରତିଶତ ଟିକସ ବ୍ୟବସ୍ଥା ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଏହି ନୂଆ ଟିକସ ବ୍ୟବସ୍ଥା ଦ୍ୱାରା ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ବ୍ୟକ୍ତି ବାର୍ଷିକ ୭୮ ହଜାର ଟଙ୍କା ସଞ୍ଚୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri