କମିଶନରେଟ୍‌ ପୋଲିସ ମୁଖ୍ୟାଳୟ ହେବ ‘ପୋଲିସ ସେବା ଭବନ’: ଏବେଠୁ ‘ଆମ ପୋଲିସ-ଆମ ସୁରକ୍ଷା’

ଭୁବନେଶ୍ୱର,୨।୧(ବ୍ୟୁରୋ): କମିଶନରେଟ ପୋଲିସର ଦ୍ୱାଦଶ ପ୍ରତିଷ୍ଠା ଦିବସ ଗୁରୁବାର ଓଏସ୍‌ଏସ୍‌ ସପ୍ତମ ବାଟାଲିୟନ ଗ୍ରାଉଣ୍ଡରେ ପାଳନ କରାଯାଉଛି। ଏହି ଅବସରରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ବଡ଼ ଘୋଷଣା କରିଛନ୍ତି। କମିଶନରେଟ ପୋଲିସ ମୁଖ୍ୟାଳୟର ନାମ ବଦଳି ପୋଲିସ ସେବା ଭବନ ନାମରେ ନାମିତ ହେବ ବୋଲି ସେ କହିଛନ୍ତି। ଏଥିସହ ଆଗାମୀ ଦିନରେ ପୋଲିସକୁ ୩ଟି ମନ୍ତ୍ର ସମବେଦନା, ସହାନୁଭୂତି ଓ ବୃତ୍ତିଗତ ଦକ୍ଷତା ସହକାରେ କାମ କରିବାକୁ ହେବ। ସଂଗଠିତ ଅପରାଧକୁ ନିୟନ୍ତ୍ରଣ କରିବାକୁ ପୋଲିସ ଅଧିକ ଯତ୍ନବାନ ମଧ୍ୟ ହେବ। କଟକ-ଭୁବନେଶ୍ୱରରେ ପ୍ରଭାବୀ ସିସିଟିଭି ବ୍ୟବସ୍ଥା କରାଯିବ। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଦ୍ୱାରା ଫେସିଆଲ ରେକଗ୍‌ନାଇଜେଶନ ବ୍ୟବସ୍ଥା କରାଯିବ। ଆଉ ପୋଲିସ ଉଇ କେୟାର ଉଇ ଡେୟାର ନୁହେଁ, ଏବେ ‘ଆମ ପୋଲିସ-ଆମ ସୁରକ୍ଷା’ ଭାବେ ବୋଲି ପରିଚିତ ହେବ। ଏହାଛଡ଼ା ଟ୍ରାଫିକ୍‌ ସମସ୍ୟା ଦୂର ହେବା ସହ ବରିଷ୍ଠ ନାଗରିକ ଓ ମହିଳାଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୁଧାଂଶୁ କହିଛନ୍ତି।

ସେହିଭଳି ଉତ୍ସବରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇ କହିଛନ୍ତି, ଦ୍ୱୈତନଗରୀରେ ୟୁନିଫାଏଡ୍‌ କଣ୍ଟ୍ରୋଲ ରୁମ୍‌ ପ୍ରତିଷ୍ଠା ହେବ। ତ୍ୱରିତ ଓ ସମନ୍ବିତ କାର୍ଯ୍ୟ ସହରାଞ୍ଚଳ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହେବ। କଠିନ ପରିଶ୍ରମ କରି ପୋଲିସ ଲୋକଙ୍କୁ ସେବା ଯୋଗାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri