Posted inଜାତୀୟ

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୫।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୪୦୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୪୭ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୨୬,୯୨,୯୪୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪୧,୭୬୦,୪୫୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪,୨୩,୧୨୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫, ୦୯,୩୫୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri