କମ୍ପ୍ୟୁଟର ସାମ୍ନାରେ ଅଧିକ ସମୟ ବସୁଥିଲେ ହୋଇପାରେ ଏହି ସମସ୍ୟା

ଆଜିକାଲି ଅଧିକାଂଶ ଲୋକ ଅଫିସରେ ଅଧିକ ସମୟ କମ୍ପ୍ୟୁଟର ସାମ୍ନାରେ ବସି କାର୍ଯ୍ୟ କରିଥା’ନ୍ତି। ମାତ୍ର ଏହା ଦ୍ୱାରା ଚକ୍ଷୁ ଉପରେ କୁପ୍ରଭାବ ପଡ଼ିଥାଏ। ତେଣୁ କାର୍ଯ୍ୟର ଆବଶ୍ୟକତା ସହ ନିଜ ଚକ୍ଷୁ ପ୍ରତି ଧ୍ୟାନ ଦେବା ଜରୁରୀ। ଆସନ୍ତୁ ଜାଣିବା ଏ ସମ୍ପର୍କରେ…

– କମ୍ପ୍ୟୁଟର ସମ୍ମୁଖରେ କାର୍ଯ୍ୟ କରିବା ବେଳେ ଅଧିକ ସମୟ ପର୍ଯ୍ୟନ୍ତ ଆଦୌ ବସନ୍ତୁ ନାହିଁ। ପ୍ରତି ୧ ଘଣ୍ଟା ଅନ୍ତରରେ ସିଟ୍‌ରୁ ଉଠି ବାହାରେ ଟିକେ ବୁଲି ଆସନ୍ତୁ।

– କମ୍ପ୍ୟୁଟରକୁ ଆଖି ଠାରୁ କିଛି ଦୂରରେ ରଖନ୍ତୁ। ଅତି ନିକଟରେ ରଖନ୍ତୁ ନାହିଁ। କିଛି ସମୟ କାମ କରିବା ପରେ ସିଟ୍‌ରୁ ଉଠିଯାଇ ଆଖିରେ ଥଣ୍ଡା ପାଣି ଛାଟନ୍ତୁ। ଏପରି କଲେ ଆରାମ ଲାଗିବ।

– କାର୍ଯ୍ୟ କରିବାର କିଛି ସମୟ ପରେ ୫-୧୦ ମିନିଟ୍‌ ଆଖିକୁ ବନ୍ଦ କରନ୍ତୁ । ସିଟ୍‌ରୁ ଉଠି ବାହାରେ ସବୁଜ ଗଛପତ୍ରକୁ କିଛି ସମୟ ଚାହିଁ ରୁହନ୍ତୁ।

– ରାତିରେ ସ୍ମାର୍ଟ ଫୋନ୍‌କୁ ଅଧିକ ସମୟ ଚାହିଁ ରୁହନ୍ତୁ ନାହିଁ। ଏହା ଦ୍ୱାରା ଆଖି ବିନ୍ଧିବା ସହ ମୁଣ୍ଡବିନ୍ଧା ହୋଇଥାଏ।

– ଆଖି ଦରଜ ହେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ। ଆବଶ୍ୟକ ପଡ଼ିଲେ ଚଷମା ବ୍ୟବହାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri