କମ୍ପ୍ୟୁଟର ସାମ୍ନାରେ ଦୀର୍ଘ ସମୟ ବସୁଥିଲେ…

ଆଜିକାଲି ଅଧିକାଂଶ ଲୋକ ଅଫିସରେ ଦୀର୍ଘ ସମୟ କମ୍ପ୍ୟୁଟର ସାମ୍ନାରେ ବସି କାର୍ଯ୍ୟ କରିଥା’ନ୍ତି। ଫଳରେ ଏହା ଦ୍ୱାରା ଚକ୍ଷୁ ଉପରେ କୁପ୍ରଭାବ ପଡ଼ିଥାଏ। ତେଣୁ କାର୍ଯ୍ୟର ଆବଶ୍ୟକତା ସହ ନିଜ ଚକ୍ଷୁ ପ୍ରତି ଧ୍ୟାନ ଦେବା ଜରୁରୀ। ଜାଣନ୍ତୁ ଏ ସମ୍ପର୍କରେ…

– କମ୍ପ୍ୟୁଟର ସମ୍ମୁଖରେ କାର୍ଯ୍ୟ କରିବା ବେଳେ ଦୀର୍ଘ ସମୟ ପର୍ଯ୍ୟନ୍ତ ଆଦୌ ବସନ୍ତୁ ନାହିଁ। ପ୍ରତି ୧ ଘଣ୍ଟା ଅନ୍ତରରେ ସିଟ୍‌ରୁ ଉଠି ବାହାରେ ଟିକେ ବୁଲି ଆସନ୍ତୁ।

– କମ୍ପ୍ୟୁଟରକୁ ଆଖି ଠାରୁ କିଛି ଦୂରରେ ରଖନ୍ତୁ। ଅତି ନିକଟରେ ରଖନ୍ତୁ ନାହିଁ। କିଛି ସମୟ କାମ କରିବା ପରେ ସିଟ୍‌ରୁ ଉଠିଯାଇ ଆଖିରେ ଥଣ୍ଡା ପାଣି ଛାଟନ୍ତୁ। ଏପରି କଲେ ଆରାମ ଲାଗିବ।

– କାର୍ଯ୍ୟ କରିବାର କିଛି ସମୟ ପରେ ଆଖିର ପଲକ ପକାଇ ୫ ରୁ ୧୦ ମିନିଟ୍‌ ରଖନ୍ତୁ। ସବୁଜ ଗଛପତ୍ରକୁ କିଛି ସମୟ ଚାହିଁ ରୁହନ୍ତୁ।

– ରାତିରେ ସ୍ମାର୍ଟ ଫୋନ୍‌କୁ ଅଧିକ ସମୟ ଚାହିଁ ରୁହନ୍ତୁ ନାହିଁ। ଏହା ଦ୍ୱାରା ଆଖି ବିନ୍ଧିବା ସହ ମୁଣ୍ଡବିନ୍ଧା ହୋଇଥାଏ।

– ଆଖି ଦରଜ ହେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ। ଆବଶ୍ୟକ ପଡ଼ିଲେ ଚଷମା ବ୍ୟବହାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri