କମ୍‌ ନିଦରେ ଶୋଉଥିବା ଶିଶୁଙ୍କୁ ହୋଇଥାଏ…

ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି କହିଛନ୍ତି, ଶିଶୁମାନେ ରାତିରେ ଅତି କମ୍‌ରେ ୯ ଘଣ୍ଟା ଶୋଇବା ଉଚିତ୍‌। ଯେପର୍ଯ୍ୟନ୍ତ ୧୬ ବର୍ଷ ନ ହୋଇଛି ସେପର୍ଯ୍ୟନ୍ତ ୯ ଘଣ୍ଟା ଶୋଇବା ଜରୁରୀ ଅଟେ। ନଚେତ୍‌ ଏମାନଙ୍କ ମାନସିକ ବିକାଶରେ ବାଧା ସୃଷ୍ଟି ହୋଇଥାଏ। ଏତଦ୍‌ବ୍ୟତୀତ ରାତିରେ ଅଧିକ ସମୟ ନ ଶୋଇଲେ ସ୍କୁଲରେ ପାଠପଢ଼ାରେ ମଧ୍ୟ ମନ ଲାଗେ ନାହିଁ। ଭଲରେ ନ ଶୋଇଲେ ଶିଶୁମାନଙ୍କଠାରେ ମେଦବହୁଳତାର ଆଶଙ୍କା ସୃଷ୍ଟି ହୋଇଥାଏ। ଇଟାଲୀର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫୁଡ୍‌ ସାଇନ୍ସ ଅଫ୍‌ ଦ ନ୍ୟାଶନାଲ ରିସର୍ଚ୍ଚ କାଉନ୍‌ସିଲର ଗବେଷକମାନେ ଏପରି ପରୀକ୍ଷା କରିଛନ୍ତି। ରକ୍ତରେ ମହଜୁଦ୍‌ ଥିବା ମାଇକ୍ରୋ ଆର୍‌ଏନ୍‌ଏଜ୍‌ ନାମକ ଏକ ଅଣୁ ଚିହ୍ନଟ କରି ନିଦ ସମ୍ପର୍କରେ ସୂଚନା ଦେଇଛନ୍ତି। ଗବେଷକମାନେ କୁହନ୍ତି, ନିଦ ସମୟରେ ମାଇକ୍ରୋ ଆର୍‌ଏନ୍‌ଏଜ୍‌ରେ ପରିବର୍ତ୍ତନ ଘଟିଥାଏ। ଯେଉଁଥିପାଇଁ ୩ ବର୍ଷର ଶିଶୁଙ୍କୁ ପ୍ରତିଦିନ ରାତିରେ ୧୨ଘଣ୍ଟାରୁ ଅଧିକ ଶୋଇବା ଆବଶ୍ୟକ। ପ୍ରତିବର୍ଷ ୧୫ମିନିଟ୍‌ ନିଦ କଟି ୧୬ ବର୍ଷର ପିଲାଙ୍କୁ ୯ ଘଣ୍ଟା ଶୋଇବା ଜରୁରୀ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?