Posted inଜାତୀୟ

କମ୍‌ ମୂଲ୍ୟରେ ରୁଷିଆରୁ ତେଲ କିଣିପାରେ ଭାରତ

ନୂଆଦିଲ୍ଲୀ, ୧୪ା୩: ଆମେରିକା, ୟୁରୋପୀୟ ଦେଶ ସମେତ ଅନ୍ୟ ଦେଶଗୁଡ଼ିକ ରୁଷିଆ ଉପରେ କଟକଣା ଲଗାଇବା ଫଳରେ ମସ୍କୋର ଅର୍ଥନୀତିରେ ଉପରେ ଏହାର ବ୍ୟାପକ ପ୍ରଭାବ ପଡ଼ିଛି। ବାଣିଜ୍ୟ କାରବାର ଘୋର ପ୍ରଭାବିତ ହେବା ସହ ରୁଷିଆ ମୁଦ୍ରା ରୁବଲ ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଏଥିଯୋଗୁ ଦେଶରେ ମୂଦ୍ରାସ୍ଫୀତି ମଧ୍ୟ ବୃଦ୍ଧି ପାଇଛି। ଏପରି ସ୍ଥିତିରେ ନିଜ ଅର୍ଥନୀତି ବଞ୍ଚାଇବା ନିମନ୍ତେ ରୁଷିଆ ଅଶୌଧିତ ତୈଳ ଏବଂ ଗ୍ୟାସ୍‌କୁ ଭାରତକୁ କମ୍‌ ମୂଲ୍ୟରେ ବିକ୍ରି ନିମନ୍ତେ ପ୍ରସ୍ତାବ ଦେଇଛି। ପେଟ୍ରୋଲ ଡିଜେଲ ଦର ଏବଂ ମୁଦ୍ରାସ୍ଫୀତି ବୃଦ୍ଧିରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ରର ଭାଜପା ସରକାର ରୁଷିଆଠାରୁ କମ୍‌ ମୂଲ୍ୟରେ ତୈଳ କିଣିବାକୁ ଚିନ୍ତା କରୁଥିବା ଜଣାପଡ଼ିଛି।
ଆବଶ୍ୟକ କରୁଥିବା ତୈଳର ୮୦ ପ୍ରତିଶତ ବାହାରୁ ଆମଦାନୀ କରିଥାଏ। ସେଥିରୁ ୨ର ୩% ରୁଷିଆରୁ ଆସିଥାଏ। ଚଳିତ ବର୍ଷ ତୈଳ ଦରରେ ୪୦% ବୃଦ୍ଧି କାରଣରୁ ସରକାର ଏବେ କମ୍‌ ମୂଲ୍ୟରେ ରୁଷିଆରୁ ତେଲ କିଣିବା ନିମନ୍ତେ ଚିନ୍ତା କରୁଥିବା ସରକାରୀ ସୂତ୍ରରୁ ଜଣାଯାଇଛି। ମସ୍କୋରୁ ତେଲ ଆଣିବା ଦିଗରେ ଯଥେଷ୍ଟ ଟ୍ୟାଙ୍କର, ଇନ୍ସ୍ୟୁରାନ୍ସ କଭର୍‌, ଅଏଲ୍‌ ବ୍ଲେଣ୍ଡ ଆଦିରେ ଅସୁବିଧା ରହିଛି। ଏହା ସମାଧାନ ହେବା ପରେ ରୁଷିଆ ଅଫର୍‌କୁ ଗ୍ରହଣ କରାଯିବ ବୋଲି କେନ୍ଦ୍ରର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?