ବାରିପଦା ଅଫିସ,୨୩ା୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ପରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୬୭୨ ଭୋଟରେ ଆଗୁଆ ଅଛନ୍ତି। ବିଜେଡି ପ୍ରାର୍ଥୀ ବାସନ୍ତୀ ହେମ୍ବ୍ରମ ୭୬୩୪ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ପଦ୍ମ ଚରଣ ହାଇବ୍ରୁ ୬୦୬୨ ଭୋଟ ପାଇଛନ୍ତି। ସେହିପରି ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଗଣେଶରାମ ଖୁଣ୍ଟିଆ୧୩୭୦ ଭୋଟରେ ଆଗୁଆ ଅଛନ୍ତି।
ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…
ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍ କରି କହିଲେ…
ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…
ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍ଖଡ଼ି
ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…
Archives

