କରଞ୍ଜିଆରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା : ଡାକ୍ତରଙ୍କୁ ମାଡ଼

ବାରିପଦା ଅଫିସ,୨୩।୯ : ମୟୂରଭଞ୍ଜ ଜିଲା କରଞ୍ଜିଆସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଭୁଲ ଚିକିତ୍ସା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ମୃତକଙ୍କ ପରିବାର ଲୋକ ଓ ସ୍ଥାନୀୟ ଲୋକେ ଚିକିତ୍ସା କରିଥିବା ଡାକ୍ତରଙ୍କୁ ମାଡ଼ ମାରିଛନ୍ତି। । ମୃତ ମହିଳା ଜଣକ ହେଲେ କରଞ୍ଜିଆ ସହର ଦିଲ୍ଲୀପ କୁମାର ସାହୁଙ୍କ ସ୍ତ୍ରୀ ମନ୍ଦାକିନୀ (୩୫)। ସୂଚନାଯୋଗ୍ୟ, ମନ୍ଦାକିନୀଙ୍କର ୨ଟି ଝିଅ ଅଛନ୍ତି। ଜଣେ ପାଞ୍ଚ ବର୍ଷର ହୋଇଥିବାବେଳେ ଆଉ ଜଣେ ୬ ମାସର।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri