କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି। ଯିବା ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଟ୍ରକଟି ବଲାଙ୍ଗୀରରୁ ମହୁଲ ନେଇ କରଡ଼ା ଅଭିମୁଖେ ଯାଉଥିଲା। ଖବର ପାଇ ରାଇକିଆ ଅଗ୍ନିଶମ ବିଭାଗ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହ ରାଇକିଆ ମେଡିକାଲରେ ଭର୍ତ୍ତି କରିଥିଲେ। ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଗାର୍ଡ ୱାଲ ନ ଥିବାରୁ ଅନେକ ସମୟରେ ଏହି ସ୍ଥାନରେ ଦୁର୍ଘଟଣାମାନ ଘଟୁଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri