କରୀନାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଡେବ୍ୟୁ କଲେ ପୁଅ ତୈମୁର

ଏମିତି କୌଣସି ଦିନ ନାହିଁ, ଯେଉଁଦିନ ଅଭିନେତ୍ରୀ କରୀନା କପୁର ଚର୍ଚ୍ଚାରେ ରହିନାହାନ୍ତି। ଗୋଟିଏ ଦିନ ପୂର୍ବରୁ ସେ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଡେବ୍ୟୁ କରିଥିଲେ। ଏବେ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ପୁଅ ତୈମୁର ଅଲ୍ଲୀ ଖାନ୍‌ ଡେବ୍ୟୁ କରିଛନ୍ତି। କରୀନା ଇନ୍‌ଷ୍ଟାରେ ଡେବ୍ୟୁ କରିବାର ଗୋଟିଏ ଦିନ ପରେ ପୁଅର ଏକ ସୁଇଟ୍‌ କଳା-ଧଳା ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ପୁଅକୁ କୋଳରେ ଧରିଥିବା ଦେଖିବାକୁ ମିଳୁଛି। ଫଟୋଟିକୁ ଶେୟାର କରି କରୀନା ଲେଖିଛନ୍ତି, କେବଳ ଏହି ଜଣେ, ଯିଏକି ଫଟୋରେ ମୋର ଫ୍ରେମ୍‌ ଚୋରି କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri