Posted inଫୁରସତ

କରୋନାକୁ ଡରିଲେଣି ପ୍ରେମୀଯୁଗଳ

କଥାରେ ଅଛି ‘ପ୍ୟାର୍‌ କିୟା ତୋ ଡର୍‌ନା କ୍ୟା’। ମାତ୍ର କରୋନା ଭାଇରସ୍‌ ଏପରି ଏକ ମହାମାରୀ ଯାହାକୁ ପ୍ରେମୀଯୁଗଳ ବି ଡରିଲେଣି। ଏହି ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଏହା ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ପ୍ରଭାବିତ କରିଛି। ଏହା ଏକ ସଂକ୍ରମିତ ରୋଗ ହୋଇଥିବାରୁ ଶପିଂ ମଲ୍‌, ପାର୍କ ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନକୁ ଯିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଯାହାର ପ୍ରଭାବ ବିଶେଷଭାବେ ପ୍ରେମୀଯୁଗଳଙ୍କ ଉପରେ ପଡ଼ିଛି।


ଜଣେ ୨୯ ବର୍ଷୀୟ ଭାରତୀୟ ଯୁବକ କୁହନ୍ତି, ଯେ ପର୍ଯ୍ୟନ୍ତ ଏହି ମହାମାରୀ ସମ୍ପୂର୍ଣ୍ଣ ଭାବରେ ନ କମିଛି ସେତେଦିନ ପର୍ଯ୍ୟନ୍ତ ସେ ଡେଟ୍‌ରେ ଯିବେ ନାହିଁ। ସେ କୁହନ୍ତି, ୨୦୧୪ରେ ହୋଇଥିବା ଇବୋଲା ପରେ ଏହା ଦ୍ୱିତୀୟ। କରୋନା ଯୋଗୁ ସେ ତାଙ୍କ ଡେଟ୍‌ ମଧ୍ୟ ବାତିଲ କରିଦେଇଛନ୍ତି।


ଜନସମାଗମଠାରୁ ଦୂରେଇ ରହିବା କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ସବୁଠାରୁ ଭଲ ଉପାୟ। ଅନ୍ୟମାନଙ୍କ ସହ ମିଳାମିଶାକୁ କମ୍‌ କରିବା ନିହାତି ଜରୁରୀ।

 

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri