କରୋନାକୁ ଡରି ହୋଲି ଖେଳିବେନି ରାକ୍ଷୀ, ପ୍ରଶଂସକଙ୍କୁ କହିଲେ ସତର୍କ ରୁହନ୍ତୁ

ବମ୍ବେ: ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଗୋଟିଏ ପରେ ଗୋଟିଏ ଦେଶରେ ଏହା ପ୍ରଭାବ ବିସ୍ତାର କରୁଛି। ବଲିଉଡ୍‌ କଳାକାର ମଧ୍ୟ ଏହାକୁ ନେଇ ସତର୍କ ହୋଇଗଲେଣି। ଅନେକେ ନିଜର ବିଦେଶ ଗସ୍ତ ବାତିଲ କରୁଥିବା ଦେଖାଯାଇଛି। ଏସବୁ ଭିତରେ ବିବାଦୀୟ ଅଭିନେତ୍ରୀ ବୋଲାଉଥିବା ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡିଓ ଚର୍ଚ୍ଚାରେ। ଭିଡିଓରେ ପ୍ରଶଂସକଙ୍କୁ ହୋଲି ନ ଖେଳିବାକୁ ଅନୁରୋଧ କରିଛନ୍ତି ସେ।

ଇନ୍‌ଷ୍ଟା ପୃଷ୍ଠାରେ ଅପ୍‌ଲୋଡ୍‌ ହୋଇଛି ଭିଡିଓ। ଏଥିରେ ରାକ୍ଷୀ କହିଛନ୍ତି, କରୋନା ସଂକ୍ରମଣ ବହୁତ ଭୟଙ୍କର। ଏହାକୁ ନେଇ ସମସ୍ତଙ୍କୁ ସଚେତନ ହେବାକୁ ପଡ଼ିବ। ବିଭିନ୍ନ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ହୋଲିରେ ଅବସରରେ ବିଭିନ୍ନ ରଙ୍ଗ, ବଲ୍‌ ସହ ଅନ୍ୟାନ୍ୟ ସାମଗ୍ରୀ ଚାଇନାରୁ ଆସୁଛି। ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ସମୟରେ ସେଗୁଡ଼ିକ ପ୍ରସ୍ତୁତ ହୋଇଥାଇପାରେ। ଏଣୁ ଚଳିତ ବର୍ଷ ହୋଲି ଖେଳନ୍ତୁ ନାହିଁ। ଦୁଇ ତିନି ଘଣ୍ଟାର ମନୋରଞ୍ଜନ ପାଇଁ ଆପଣ ଅସୁବିଧାରେ ପଡ଼ିପାରନ୍ତି। ଆମେ ରହୁଥିବା ଅଞ୍ଚଳକୁ ସ୍ବଚ୍ଛ, ପରିଷ୍କାର ରଖିବାକୁ ପଡ଼ିବ। ବାହାର ଦେଶରୁ ଆସୁଥିବା ଜିନିଷ ପ୍ରତି ସତର୍କ ରୁହନ୍ତୁ। ଏପରି କି ସେ ନିଜେ ମଧ୍ୟ ହୋଲି ଖେଳିବେ ନାହିଁ ବୋଲି କହିଛନ୍ତି।

 

View this post on Instagram

 

Dear All, Please note that CORONA VIRUS is very harmful and dangerous for our life. We request to take this seriously and try to take precautions from this. HOLI festival is coming and most of colour ballons and all products are made of china products. We never know from where this virus will effect us. Request you all to for atleast this year avoid to play HOLI and dont make any arrangement for same at your society or near premises. For 2-3 hrs enjoyment may take somebody life at risk.Please SAVE your Life and people surrounding you. Our premises need to kept clean and take measures to avoid outdoor particle or object or material that can create damage. Please dont make HOLI festival to play with someone LIFE.. ..kindly share this message to create awareness. 🙏🙏🙏

A post shared by Rakhi Sawant (@rakhisawant2511) on


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri