କରୋନାକୁ ଦୂରେଇବା ଲାଗି ଛତାକୁ ଅସ୍ତ୍ର କରିଛନ୍ତି ଗ୍ରାମବାସୀ

କୋଚି,୨୮।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଛି। ଆମ ଦେଶରେ ମଧ୍ୟ ଗୋଟିଏ ଦିନରେ ୬ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେବା ଚିନ୍ତାର କାରଣ ପାଲଟି ଯାଇଛି। ତେବେ କେରଳର ଉପକୂଳ ଜିଲା ଅଲପୁଝାର ତନିରମୁକମ ଗାଁରେ ଲୋକେ ଏବେ କରୋନାକୁ ଦୂରେଇବାକୁ ଛତାକୁ ଅସ୍ତ୍ର କରିଥିବା ଜଣାପଡିଛି। ଖରା ହେଉ ଅବା ବର୍ଷା ଛତା ଧରିଲେ ଅତିକମ୍‌ରେ ସାମାଜିକ ଦୂରତା ବଜାୟ ରହିବା ସହ କରୋନା ବିରୋଧରେ ଲଢେଇ କରିହେବ ବୋଲି ଏମାନେ ମତ ଦିଅନ୍ତି। ତନିରମୁକମ ପଞ୍ଚାୟତର ଅଧ୍ୟକ୍ଷା ପିଏସ୍‌ ଜ୍ୟୋତି କହିଛନ୍ତି, ପାଗ ଯାହା ବି ହେଉନା କାହିଁକି ଛତା ବ୍ୟବହାର ଜରୁରୀ। ଏହାକୁ ନେଇ ପ୍ରାୟ ଏକମାସ ହେବ ପ୍ରଶାସନ ତରଫରୁ ୬ହଜାର ଛତା ବଣ୍ଟା ସରିଲାଣି। ଏମିତି ଏକ ବୁଦ୍ଧି ଦେଇଥିବା ଅଲପୁଝାର ବିଧାୟକ ତଥା ରାଜ୍ୟର ଅର୍ଥମନ୍ତ୍ରୀ ଡା. ଟିଏମ୍‌ ଥମାସ ଇସାକ କହିଛନ୍ତି, ଛତା ଖୋଲିଲେ ଦୁଇ ଜଣ ବ୍ୟକ୍ତିଙ୍କ ମଧ୍ୟରେ ଅତିକମ୍‌ରେ ୧ ମିଟର ଦୂରତା ରହିବା ନିଶ୍ଚିତ। ତେଣୁ କରୋନାକୁ ସହଜରେ ମୁକାବିଲା କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri