Posted inଜାତୀୟ

କରୋନାକୁ ନାହିଁ ଭୟ, ସତର୍କ ରହିବା ଜରୁରୀ: ଶରୀରରେ ୧୦ ମିନିଟ୍‌-ପୋଷାକରେ ୯ ଘଣ୍ଟା-ଧାତୁରେ ୧୨ ଘଣ୍ଟା ଭୂତାଣୁ ରୁହେ ଜୀବିତ

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ବୁଝି ବିଚାରି ସତର୍କ ରହିଲେ କରୋନାଠାରୁ ଦୂରେଇ ରହିହେବ। କରୋନା ଭୂତାଣୁ, କାଶ, ଛିଙ୍କ, ନିଶ୍ୱାସ ପ୍ରଶ୍ୱାସ ଏବଂ ସଂକ୍ରମିତ ବ୍ୟକ୍ତିଙ୍କୁ ଛୁଇଁବା ଦ୍ୱାରା ବ୍ୟାପିଥାଏ। ଭୂତାଣୁଠାରୁ ଦୂରେଇ ରହିବା ପାଇଁ ମାସ୍କ୍‌ର ବ୍ୟବହାର କରିବା ଆବଶ୍ୟକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଥାନ୍ତି। ଲୋକଙ୍କ ସହିତ ହାତ ମିଳାଇବା ତଥା ଆଲିଙ୍ଗନଠାରୁ ଦୂରେଇ ରହିବା ଜରୁରୀ। ଏହି ଭୂତାଣୁର ଆକାର ୪୦୦-୫୦୦ ମାଇକ୍ରୋନ୍‌ ଯାହାକି ଅନ୍ୟ ଭୂତାଣୁ ଆକାରଠାରୁ ବଡ଼। ଏହି ଭୂତାଣୁ ଶରୀର ଏବଂ ହାତରେ ୧୦ ମିନିଟ୍‌ ପର୍ଯ୍ୟନ୍ତତ ଜୀବିତ ରହୁଥିବାବେଳେ ପୋଷାକରେ ୯ ଘଣ୍ଟା ଓ ଧାତୁରେ ୧୨ ଘଣ୍ଟା ଭୂତାଣୁ ଜୀବିତ ରହିଥାଏ। ତେଣୁ ବାହାରୁ ଆସି ହାତ ଧୋଇବା ଜରୁରୀ। ପ୍ରତି ୧୫ ମିନିଟରେ ଉଷୁମ ପାଣି ପିଇବା ସହିତ ହାତକୁ ଭଲ ଭାବେ ୧୫ ସେକେଣ୍ଡ ପର୍ଯ୍ୟନ୍ତ ଧୋଇବା ଆବଶ୍ୟକ। ଉଷୁମ ସ୍ଥାନରେ ରହିବା ଅଭ୍ୟାସ କରିବା ଭଲ। କାରଣ ଏହି ଭୂତାଣୁ ୨୭ ଡିଗ୍ରୀ ସେଲସିୟସ୍‌ ତାପମାତ୍ରାରେ ମରି ଯାଇଥାଏ। ତେଣୁ କରୋନା ନେଇ ଆତଙ୍କିତ ନ ହୋଇ ସତର୍କତା ଅବଲମ୍ବନ କରିବା ଅପରିହାର୍ଯ୍ୟ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri