କରୋନାକୁ ମେ’ ୧୫ ସୁଦ୍ଧା ରୋକାଯିବା ଆବଶ୍ୟକ, ନଚେତ ପରିସ୍ଥିତିକୁ ସମ୍ଭାଳିପାରିବେ ନାହିଁ ସରକାର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣର ସବୁଠାରୁ ବଡ଼ ବିପଦ ରହିଛି। ଏହା ବ୍ୟତୀତ ଅନ୍ୟ ରୋଗ ଯଥା ଡାଇବେଟିସ, ହୃଦରୋଗ, କ୍ୟାନ୍‌ସର, ଶ୍ୱାସଜନିତ ରୋଗ, ରକ୍ତ ଚାପରେ ପୀଡ଼ିତ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣର ଆଶଙ୍କା ରହିଛି। ବର୍ତ୍ତମାନ ଦେଶରେ ସ୍ବାସ୍ଥ୍ୟସୁବିଧାକୁ ଯଦି ଦେଖାଯାଏ ତେବେ ପ୍ରତି ୧ଲକ୍ଷ ଲୋକଙ୍କ ପାଇଁ ୭୦ଟି ବେଡ୍‌ ରହିଛି। ସେଥିରୁ ୭୦% ବେଡ୍‌ରେ ଅନ୍ୟ ରୋଗୀ ଅଛନ୍ତି। ବର୍ତ୍ତମାନ ସଂକ୍ରମଣକୁ ରୋକା ନ ଗଲେ ଅର୍ଥାତ୍‌ ମେ ୧୫ ସୁଦ୍ଧା ପ୍ରତିରୋଧ କରା ନ ଗଲେ ୭୦ ବେଡ୍‌ ସ୍ଥାନରେ ୧୬୧ ବେଡ୍‌ର ଆବଶ୍ୟକତା ପଡ଼ିବ। ଯାହାକି କୌଣସି ସରକାର କରିପାରିବ ନାହିଁ। ଏହାଦ୍ୱାରା ନେଡ଼ି ଗୁଡ଼ କହୁଣୀକୁ ବଢ଼ିଯିବ। ଏସବୁକୁ ଦୃଷ୍ଟିରେ ରଖି ଡାକ୍ତରଖାନା ପୂର୍ବରୁ ତାହାକୁ ରୋକିବାକୁ ସରକାରୀ କଳରେ ଚିନ୍ତାରେ କରାଯାଉଛି ବୋଲି ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri