କରୋନାଭାଇରସର ନୂଆ ନାଁ ରଖିଲା ଚାଇନା

ବେଜିଂ,୮।୨: କରୋନାଭାଇରସ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଚାଇନାରେ କରୋନାଭାଇରସରେ ମୃତ୍ୟୁସଂଖ୍ୟା ଏବେସୁଦ୍ଧା ୭୨୨ ଛୁଇଁଲାଣି। ଏହାସହ ୩୪ ହଜାରରୁ ଊର୍ଦ୍ଧ୍ୱ ଲୋକ ଏଥିରେ ସଂକ୍ରମିତ ହୋଇ ସାରିଲେଣି। ଏହା ଚାଇନା ସମେତ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ କାୟା ବିସ୍ତାର କରିବା ଆରମ୍ଭ କଲାଣି। ଏବେ ଚାଇନା କହିଛି କରୋନାଭାଇରସର ନୂଆ ନାଁ ରଖିବ। ଏହାର ନୂଆ ନାଁ ‘ନୋବଲ କରୋନାଭାଇରସ ନିମୋନିଆ’ ବା ଏନ୍‌ସିପି ରଖାଯିବ ବୋଲି ଚାଇନା କହିଛି। ଚାଇନାରା ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ଅୟୋଗ ଏହି ନାମକରଣ କରିଥିବା ପ୍ରକାଶ। ଏହା ଚାଇନାର ସରକାରୀ ବିଭାଗ ଓ ସଙ୍ଗଠନ ଦ୍ୱାରା ଗ୍ରହଣ କରାଯିବା ଦରକାର ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri