କରୋନାରୁ ରକ୍ଷା ପାଇଁ ପୂଜାର୍ଚ୍ଚନା

ଖଇରା, ୨୬ା୩(ଡି.ଏନ.ଏ.)-ଏବେ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ଲୋକେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅନ୍ୟପଟେ ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା ଆରମ୍ଭ କରିଦେଇଛନ୍ତି। ବାଲେଶ୍ବର ଜିଲା ଖଇରା ବ୍ଲକ ଆଞ୍ଚଳିକ ବ୍ରାହ୍ମଣ ସମିତି ପକ୍ଷରୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାର ସାରେ ସମିତିର ସମସ୍ତ ସଦସ୍ୟ ଘରେ ରହି ମହାମୃତ୍ୟୁଞ୍ଜୟ ମନ୍ତ୍ର ତଥା ଗାୟତ୍ରୀ ମନ୍ତ୍ର ପାଠ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସମସ୍ତ ବ୍ରାହ୍ମଣ ଏବଂ ଅନ୍ୟ ଜନସାଧାରଣ ମଧ୍ୟ ଏଥିରେ ସାମିଲ ହେବାକୁ ସଭାପତି ଜଳଧର ମିଶ୍ର ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ଟ୍ରେଡ୍‌ ଡିଲ୍‌: ଟାରିଫ୍‌ ଦ୍ୱନ୍ଦ୍ୱ, ଆଲୋଚନା ସ୍ଥଗିତ

ନୂଆଦିଲ୍ଲୀ/ ଓ୍ବାଶିଂଟନ୍‌, ୨୩ା୨ (ରଏଟର୍ସ/ଏଜେନ୍ସି):ଭାରତ ଓ ଆମେରିକା ମଧ୍ୟରେ ଓ୍ବାଶିଂଟନ୍‌ରେ ସୋମବାରଠାରୁ ୩ ଦିନ ଧରି ଅନ୍ତରୀଣ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଆଲୋଚନା କରାଯିବା ନେଇ…

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri