କରୋନାରେ ଆକ୍ରାନ୍ତ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ୍‌,୮।୬: ପାକିସ୍ତାନରେ କରୋନା କବଳରୁ ସାଧାରଣ ଜନତାଠାରୁ ଆରମ୍ଭ କରି ନେତାମନ୍ତ୍ରୀ ମଧ୍ୟ ବର୍ତ୍ତି ପାରିନାହାନ୍ତି। ଇତିମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଏମ୍‌ଏଲ୍‌-ଏନ୍‌ ନେତା ଶାହିଦ ଖକାନ ଆବ୍ବାସି ମଧ୍ୟ କରୋନାରେ ପୀଡ଼ିତ ହୋଇଛନ୍ତି। ସୋମବାର ତାଙ୍କର ରିପୋର୍ଟ କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ରିପୋର୍ଟ ଆସିବା ପରେ ତାଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରଖାଯାଇଛି। ସୂଚନାଯୋଗ୍ୟ, ପାକିସ୍ତାନରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଥିବା ବେଳେ ୨ହଜାର ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri