Posted inଜାତୀୟ

କରୋନାରେ ସଂକ୍ରମିତ ନ ଥିଲେ ବିକାଶ: ରିପୋର୍ଟ ଆସିବା ପରେ ହେଲା ବ୍ୟବଚ୍ଛେଦ

କାନପୁର,୧୦।୭: କୁଖାତ୍‌ ଅପରାଧୀ ବିକାଶ ଦୁବେଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ହେବା ଘଟଣା ଜଣାପଡିବା ପରେ ଏହା ଦ୍ରୁତ ଗତିରେ ସବୁଆଡେ ପ୍ରଚାର ପ୍ରସାର ହୋଇଯାଇଥିଲା। ଶୁକ୍ରବାର ବିକାଶଙ୍କ ମୃତ୍ୟୁ ପରେ କିନ୍ତୁ ତତ୍‌କ୍ଷଣାତ୍‌ ତାଙ୍କ ମୃତଦେହର ବ୍ୟବଚ୍ଛେଦ ହୋଇ ନ ଥିଲା। ପ୍ରଥମେ ତାଙ୍କ ଶରୀରରୁ ସ୍ବାବ ସଂଗ୍ରହ କରାଯାଇ କରୋନା ଟେଷ୍ଟ ପାଇଁ ପଠାଯାଇଥିଲା। ବର୍ତ୍ତମାନ ସମୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ସମସ୍ତେ ଏହାକୁ ନେଇ ସଚେତନ ଅଛନ୍ତି। ତେବେ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କର ମୃତ ଶରୀରକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ସୂଚନାଯୋଗ୍ୟ, ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଥିବା ବେଳେ ସେହିଦିନ ରାତିରେ ହିଁ ତାଙ୍କ ପତ୍ନୀଙ୍କୁ ପଚରା ଉଚରା ପରେ ଛାଡି ଦିଆଯାଇଥିଲା। ତେବେ ଯୋଜନାବଦ୍ଧ ଭାବେ ବିକାଶକୁ ମହାକାଳ ମନ୍ଦିରରୁ ଗିରଫ କରାଯାଇଥିବା ଆଲୋଚନା ହେବା ମଧ୍ୟରେ ତାଙ୍କୁ ଏନ୍‌କାଉଣ୍ଟର କରାଯିବା ଏବେ ଏବେ ଆଉ କିଛି ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?