କରୋନାରେ ହିଞ୍ଜିଳି ଯୁବକଙ୍କ ମୁମ୍ବାଇରେ ମୃତ୍ୟୁ

ହିଞ୍ଜିଳିକାଟୁ,୨୨ା୪(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳର ଜଣେ ଯୁବକ (୨୫)ଙ୍କ ମୁମ୍ବାଇରେ ଚିକିତ୍ସିତ ଅବସ୍ଥାରେ ବୁଧବାର ମୃତ୍ୟୁ ଘଟିଛି। ୪ ଦିନ ପୂର୍ବରୁ ସେ ଅସୁସ୍ଥ ହୋଇ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର କୋଭିଡ଼-୧୯ ପରୀକ୍ଷା ପରେ ପଜିଟିଭ ବାହାରିଥିଲା। ମୃତ ଯୁବକ ମୁମ୍ବାଇରେ ତାଙ୍କ ମାମୁଙ୍କ ନିକଟରେ ରହି ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ତାଙ୍କ ମାମୁ ଘର ପରିବାରର ଅନ୍ୟ ୩ ଜଣ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ପ୍ରକାଶଥାଉ କି, ସୋମବାର ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ମୁମ୍ବାଇରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri