କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାସ୍ତା ସିଲ୍‌

ହାଟଡିହୀ,୧୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୁଧବାର ପୁଣି ଦୁଇ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଆକ୍ରାନ୍ତ ଦୁଇ ଜଣ ସୁରଟରୁ ଫେରି ପଞ୍ଚାୟତ କାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏହା ପରେ ଜିଲାପାଳ ଆଶିଷ ଠାକ୍‌ରେଙ୍କ ନିର୍ଦ୍ଦେଶରେ ଢେଙ୍କା ଓ ଧନୁର୍ଜୟପୁର ପଞ୍ଚାୟତର ବିଭିନ୍ନ ରାସ୍ତାକୁ ସିଲ୍‌ କରାଯାଇଛି। ଦମକଳ ବାହିନୀ ମଧ୍ୟ ବିଭିନ୍ନ ସ୍ଥାନକୁ ସାନିଟାଇଜ୍‌ କରିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବାବ୍‌ ସଂଗ୍ରହ ଚାଲିଥିବା ବେଳେ ବିଭିନ୍ନ ସରକାରୀ ଅଧିକାରୀ ଉପସ୍ଥିତ ଅଛନ୍ତି।
ସୂଚନା ଥାଉକି, ପୂର୍ବରୁ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?