କରୋନା ଆକ୍ରାନ୍ତ ଯୁବକ ଚିକିତ୍ସିତ ହୋଇଥିବା ଘରୋଇ କ୍ଲିନିକ ବନ୍ଦ

କଟକ ରୋଡ,୧୭।୩(ଡି.ଏନ୍‌.ଏ.): ରାଜଧାନୀର ଜଣେ ଯୁବକଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଯୁବକଜଣକ ଇଟାଲୀରୁ ଭୁବନେଶ୍ୱର ଫେରିବା ପରେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ କ୍ଲିନିକରେ ଚିକିତ୍ସିତ ହୋଇଥିବା ଜଣାପଡିବା ପରେ ଉକ୍ତ କ୍ଲିନିକକୁ ୧୪ଦିନ ପାଇଁ ବନ୍ଦ କରିଦିଆଯାଇଛି। ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟା ରେ ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ଉକ୍ତ କ୍ଲିନିକରେ ପହଞ୍ଚିଥିଲେ। ଥଣ୍ଡା, କାଶ ପାଇଁ ଯୁବକ ଜଣକ ଏଠାରେ ଚିକିତ୍ସା ହୋଇଥିବା ନେଇ କ୍ଲିନିକ ଚଳାଉଥିବା ଡାକ୍ତରଙ୍କୁ ଯୁବକଙ୍କ ସମ୍ପର୍କରେ ପଚରାଉଚରା କରିଥିଲେ। କ୍ଲିନିକରେ ରୋଗୀଙ୍କ ଗହଳି ଦେଖିବା ପରେ ଟିମ ତୁରନ୍ତ କ୍ଳିନିକ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ଡାକ୍ତର ଓ ସେଠାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପରାମର୍ଶ ଦେଇଥିଲେ। ଏହା ପରେ ୧୪ଦିନ ପର୍ଯ୍ୟନ୍ତ କ୍ଲିନିକ ବନ୍ଦ ରଖିବା ପାଇଁ କାନ୍ଥରେ ଲେଖିଦିଆଯାଇଥିଲା। ନିକଟରେ ଥିବା ଏକ ମେଡିଶିନ ଦୋକାନୀଙ୍କୁ ମଧ୍ୟ ପଚରାଉଚରା କରିବା ପରେ ଗହଳି କମ୍‌ କରିବା ପାଇଁ କୁହାଯାଇଥିବା ବ୍ୟବସାୟୀ ଆଶିଷ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri