କରୋନା ଆତଙ୍କ ନ ସରୁଣୁ ପୃଥିବୀ ଉପରେ ପୁଣି ମାଡ଼ି ଆସୁଛି ବିପଦ: ଏବର୍ଷ ୧୬ରୁ ଅଧିକ ସାମୁଦ୍ରିକ ଝଡ଼ !

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି । ଏପରିସ୍ଥଳେ କଲୋରାଡୋ ବିଶ୍ୱବିଦ୍ୟାଳୟର ପାଣିପାଗ ବିଭାଗ ହୋଇଥିବା ଏକ ଅନୁଧ୍ୟାନରୁ ଜଣା ପଡ଼ିଛି ଯେ, ଚଳିତ ୨୦୨୦ ବର୍ଷରେ ୧୬ରୁ ଅଧିକ ସାମୁଦ୍ରିକ ଝଡ଼ ଯୋଗୁ ପୃଥିବୀର ବିଭିନ୍ନ ଦେଶ ଉପରେ ବିପଦ ଦେଖାଦେବ । ଆଟଲାଣ୍ଟିକ୍ ମହାସାଗର ଉପରେ ବାୟୁର ଗତିରୁ ଏପରି ପୂର୍ବାନୁମାନ କରାଯାଇଛି । ବାତ୍ୟା ମଧ୍ୟରେ ୮ ହରିକେନ୍ ରହିବାର ଅନୁମାନ କରାଯାଇଛି । ସେଥିମଧ୍ୟରୁ ୪ଟି ହରିକେନ୍ ବେଶ୍ ଶକ୍ତିଶାଳୀ ହେବ । ଏସବୁ ଦ୍ୱାରା ବହୁ କ୍ଷୟକ୍ଷତିର ଆଶଙ୍କା ମଧ୍ୟ ରହିଛି । ଏହାଯୋଗୁ ପ୍ରଭାବିତ ଅଞ୍ଚଳରେ ଘଣ୍ଟାପ୍ରତି ୧୧୧ କିଲୋମିଟରୁ ଅଧିକ ବେଗରେ ପବନ ବହିବାର ସମ୍ଭାବନା ରହିଛି । ଜୁନ୍ ୧ରୁ ନଭେମ୍ବର ୩୦ ମଧ୍ୟରେ ଏସବୁ ସାମୁଦ୍ରିକ ଝଡ଼ ଅନୁଭୁତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସାମୁଦ୍ରିକ ଝଡ଼ ଯୋଗୁ ଆମେରିକାରେ ୬୯ ପ୍ରତିଶତ ଭୂସ୍ଖଳନ ହେବାର ଆଶଙ୍କା ଥିବା ପାଣିପାଗ ବିଭାଗ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri