କରୋନା ଆତଙ୍କ ସମୟରେ କଳାବଜାରୀ, ଚଢାଉ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୨୬ା୩-  କରୋନା ଆତଙ୍କକୁ ନେଇ ବିଶ୍ୱସ୍ତରରୁ ଗାଁ ଯାଏ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଥିବାବେଳେ କେତେକ ଅସାଧୁ ବେପାରୀ ବିଭିନ୍ନ ପ୍ରକାର ଖାଦ୍ୟଦ୍ରବ୍ୟ, ହ୍ୟାଣ୍ଡୱାସ, ସାନିଟାଇଜର ଚଢ଼ାଦରରେ ବିକ୍ରି କରୁଛନ୍ତି। ଆଳୁ, ପିଆଜ, ଚାଉଳ, କିରାନା ସାମଗ୍ରୀର ବି କଳାବଜାର କରାଯାଉଥିବା ଅଭିଯୋଗ ହେଉଛି। ଏଭଳି ଅଭିଯୋଗ ପାଇବା ପରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତିର୍କିତ ଚଢ଼ାଉ କରାଯାଇଥିଲା। ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ବିପିନ ଦୀପ ଓ ଟାଉନ୍‌ ଥାନା ଆଇଆଇସି ସଂଗ୍ରାମ କେଶରୀ ପଟ୍ଟନାୟକ ବଲାଙ୍ଗୀର ସହରର ମଧ୍ୟସ୍ଥଳରେ ଥିବା ଦୁଇଟି ମେଡିକାଲ ଷ୍ଟୋରରେ ଅତର୍କିତ ଚଢ଼ାଉ କରିଥିଲେ। ସେଠାରେ ସାନିଟାଇଜର, ମାସ୍କ ଓ ହ୍ୟାଣ୍ଡୱାସ ଗଚ୍ଛିତ ରଖାଯାଇଥିବା ନେଇ ପ୍ରଶାସନକୁ ଖବର ମିଳିଥିଲା। ହେଲେ ଚଢ଼ାଉ ବେଳେ ଉଭୟ ମେଡିକାଲ ଷ୍ଟୋରରେ ଏସବୁ ମହଜୁଦ ନଥିବା ଜଣାପଡିଥିଲା। ପ୍ରଶାସନ ପକ୍ଷରୁ ସହରର ବିଭିନ୍ନ ଦୋକାନରେ ଏଭଳି ଅତର୍କିତ ଚଢ଼ାଉ କରାଯାଇ ସେମାନଙ୍କ ଷ୍ଟକ ଯାଞ୍ଚ କରାଯିବ ବୋଲି ଉପଜିଲାପାଳ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri