କରୋନା ଉପରେ ବବିଙ୍କ ନୂଆ କବିତା: ଟୁଇଟ୍‌ କଲେ ସଲମାନ୍‌

ଲମ୍ବା ବ୍ୟବଧାନ ପରେ ବଲିଉଡ୍‌ ଅଭିନେତା ବବି ଦେଓଲ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କର ଏହି ଚର୍ଚ୍ଚାର କାରଣ ହେଉଛି ଏକ କବିତା। କରୋନାର ଏହି ଦୁଃଖଦ ସମୟରେ ବବି ଏକ ସୁନ୍ଦର କବିତା ଲେଖିଛନ୍ତି। ତାଙ୍କର ଏହି କବିତାକୁ ସମସ୍ତେ ପସନ୍ଦ ମଧ୍ୟ କରୁଛନ୍ତି। ସଲମାନ୍‌ ଖାନ୍‌ ଏହି କବିତାକୁ ଟିଇଟ୍‌ କରିଛନ୍ତି।
ଇତିମଧ୍ୟରେ କରୋନା ଉପରେ ଅନେକ କବିତା ଓ ଗୀତ ତିଆରି ହୋଇଛି। ମାତ୍ର ବବିଙ୍କ ଏହି କବିତା ଅନ୍ୟଠାରୁ ଭିନ୍ନ ଓ ସ୍ବତନ୍ତ୍ର। ଭୟଭୀତ କିମ୍ବା କାନ୍ଦିବା ପରିବର୍ତ୍ତେ ଏହି କବିତା ମାଧ୍ୟମରେ ବବି ସୁନ୍ଦର ଭବିଷ୍ୟତ ଦେଖାଇବାକୁ ଚେଷ୍ଟା କରିଛନ୍ତି, ଯାହାକୁ ପ୍ରତିଟି ଭାରତୀୟ ଅପେକ୍ଷା କରିଛନ୍ତି।
ଏହି କବିତା ମାଧ୍ୟମରେ ବବି କହିଛନ୍ତି ଯେ, ମାତ୍ର କିଛି ଦିନର କଥା…. ଅନ୍ଧାରର ଶତ୍ରୁ ହାରିଯିବ…. ସମସ୍ତ ସ୍ବର ପୁଣିଥରେ ଏକଜୁଟ ହେବ, ସାହାସ ବାନ୍ଧ ବୋଲି ସେ ନିଜ କବିତା ମାଧ୍ୟମରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri