କରୋନା କଟକଣା: ନିରାଡମ୍ବର ଭାବେ ପାଳନ ହେବ ପାଣ୍ଡବଘାଟ ବାରୁଣୀ ଯାତ୍ରା

ବାହାନଗା,୧୮।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାରେ କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ହେବାକୁ ଥିବା ପାଣ୍ଡବ ଘାଟ ବାରୁଣୀ ଯାତ୍ରା ନିରାଡମ୍ବର ଭାବେ ପାଳନ ହେବ ବୋଲି ଜଣାପଡ଼ିଛି। ବାଲେଶ୍ୱର ଜିଲା ସୋର ଥାନା ପୋଲିସ ପକ୍ଷରୁ ଆଡମ୍ବର ସହକାରେ ବାରୁଣୀ ଯାତ୍ରା ନ କରିବାକୁ କମିଟିକୁ ବାରଣ କରାଯାଇଥିବା ବେଳେ ବାହାନଗା ତହସିଲଦାରଙ୍କ ପକ୍ଷରୁ ବାରୁଣୀ କମିଟିର କାର୍ଯ୍ୟକର୍ତ୍ତାଙ୍କୁ ଡାକି ଉପଦେଶ ଦିଆଯାଇଛି। ଦୋକାନ ବଜାର ନ ପଡ଼ିବା ସହ ଜନସମାଗମ ଯେପରି ନ ହେବ ସେଥିପ୍ରତି ଗୁରୁତ୍ୱ ଦେବାକୁ ପ୍ରଶାସନ ପକ୍ଷରୁ କମିଟିକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri