ପୁରୁଷୋତ୍ତମପୁର,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣା ଯୋଗୁ ଯାତ୍ରା ସମ୍ପୂର୍ଣ୍ଣ ଫିକା ପଡିଯାଇଛି। ପରମ୍ପରା ଅନୁସାରେ ବର୍ଷକୁ ୨୧ ଦିନ ମେଷ ସଂକ୍ରାନ୍ତି ପର୍ଯ୍ୟନ୍ତ ମା’ ଦଣ୍ଡକାଳୀ ନିଜ ମନ୍ଦିର ଛାଡି ବିଶ୍ବବାସୀଙ୍କ ମଙ୍ଗଳ ଲାଗି ବାହାରକୁ ଆସିଥାନ୍ତି । ଏଣୁ ଏହି ବିଧି ଓ ପରମ୍ପରାକୁ ରକ୍ଷାକରି ମନ୍ଦିର ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ କେବଳ ଦେବ ନୀତି କରାଯାଇଛି। କରୋନାଠୁ ବିଶ୍ବବାସୀଙ୍କୁ ରକ୍ଷା ଲାଗି ପୂଜା କରାଯାଇଛି। ଢୋଲ, ଗିନି, ଝାଞ୍ଜ ସହ ଆଉ କଳାରୁଦ୍ରମଣିଙ୍କୁ ଭଜହେ ଡାକ ଶୁଭୁନାହିଁ। ଏହା ସହ ସହର ପରିକ୍ରମା ଲାଗି ମା’ ଦଣ୍ଡକାଳୀ ଯାଇ ନ ଥିବା ହେତୁ ଦାଣ୍ଡରେ ପୂର୍ଣ୍ଣକୁମ୍ଭମାନ ଦେଖିବାକୁ ମିଳୁନାହିଁ॥ କେବଳ ନୀତିକାନ୍ତି ଦ୍ୱାରା ପୂଜାର୍ଚ୍ଚନା ଚାଲିଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…
ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…
ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ
ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’
ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…
Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ
ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…
ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍ଶୀଘ୍ର ମୋ’ ଯାତ୍ରାରେ…
ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…
‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା
ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
Archives

