Posted inVideo

କରୋନା ଗାଇଡଲାଇନ୍ସ | Corona scare in India

Featured Video Play Icon

ପ୍ରଥମେ ଚାଇନା ପରେ ଇଟାଲୀରେ କରୋନା ଆତଙ୍କ ଆଉ ଏବେ ଭାରତରେ ଏହି ଭୂତାଣୁକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଏହାରି ଭିତରେ ଦେଶରେ କରୋନା ନେଇଛି ଦୁଇଟି ମୁଣ୍ଡ, ସେପଟେ ଏବେବି ୮୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଦିନକୁ ଦିନ ଏହା ଗୋଟିଏ ପରେ ଗୋଟିଏ ରାଜ୍ୟକୁ ବ୍ୟାପିବାରେ ଲାଗିଛି । ଯାହା ପରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଲୋକଙ୍କ ଲାଗି ଏକ ଗାଇଡଲାଇନ୍ ଜାରି କରିଛି । ଏବେ ଆସନ୍ତୁ ଜାଣିବା ଯଦି କେହି କରୋନା ଆକ୍ରାନ୍ତ କିମ୍ବା ସନ୍ଦିଗ୍ଧ ଅଛନ୍ତି ସେମାନେ କଣ କରିବା ଦରକାର ।

 

Deadly coronavirus is spreading its tentacles in India after causing mayhem in China, Italy and Iran among other countries. More than 80 persons have tested positive while two lives have been lost to the disease leading to panic and chaos across the country. Union health ministry, meanwhile, has issued a set of guidelines for the public to follow in order to contain the disease. Let’s watch what suspected coronavirus patients need to do.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ପୁରୀ,୧୬।୨: ଶୁକ୍ରବାର ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ଚନ୍ଦ୍ରଭାଗାରେ ଆରମ୍ଭ ହୋଇଛି ଶ୍ରଦ୍ଧାଳୁଙ୍କ ବୁଡ। ସୂର୍ଯ୍ୟ...

Featured Video Play Icon

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ରାୟଗଡା ଜିଲାରେ ଗ୍ରାମାଞ୍ଚଳ ପରିବହନ ସେବାକୁ ସମୃଦ୍ଧ କରିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା । ଯେଉଁଥିରେ ଉପକୃତ ହେଉଛନ୍ତି ଜିଲାର ୧୧ ବ୍ଲକର...

Featured Video Play Icon

ବାଲିରେ ବଡସିଂହାର ବେଶ

ନବବର୍ଷ ୨୦୨୪ ଅବସରରେ ପୁରୀ ବେଳାଭୂମିରେ ଜଗନ୍ନାଥ ମହାପ୍ରଭୁଙ୍କ ବାଲୁକାକଳା ମାଧ୍ୟମରେ ଵଡସିଂହାର ବେଶ। ଏହି ବାଲୁକାକଳାକୃତିକୁ ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ...

Featured Video Play Icon

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ରାଜ୍ୟରେ ଏବେ ତାପମାତ୍ରା କମୁଛି। ଶୀତ ଯେତେ ବଢୁଛି ଶୀତବସ୍ତ୍ର ବଜାରରେ ଭିଡ ସେତେ ବଢୁଛି। ଦେଖନ୍ତୁ ଭୁବନେଶ୍ୱର ଶୀତ ବସ୍ତ୍ର ବଜାରରେ କ’ଣ ସବୁ...

Featured Video Play Icon

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ । ଷୋଡଶ ରାଜ୍ୟସ୍ତରୀୟ କଳିଙ୍ଗ ହରବାଲ ମେଳାରେ ମିଳୁଛି ଏହି ଲିକୁଇଡ ଚାହା । ପାଟିକୁ ସ୍ୱାଦ...

Featured Video Play Icon

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

ମୁଁ ଛୋଟ ଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ସତପଥୀ ମୋତେ ଧରିତ୍ରୀ ସମ୍ମାନରେ ସମ୍ମାନୀତ କରିଥିଲେ

Featured Video Play Icon

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ମୁଁ ଅପେକ୍ଷା କରିଥାଏ ସିନେମା ଫର୍ଦ୍ଧକୁ। କ’ଣ ସବୁ ନୂଆ ସିନେମା ଆସୁଛି ତାକୁ ଦେଖୁ।’ ବୋଲି କହିବା ସହ ଧରିତ୍ରୀର ୫୦ ବର୍ଷ ପୂର୍ତ୍ତି...

Featured Video Play Icon

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ଧରିତ୍ରୀ ଆମକୁ ଏମିତି ସବୁବେଳେ ନିଚ୍ଛକ ଖବର ଦେଉଥାଉ। ବିଶେଷ କରି ଓଡ଼ିଆ କଳା ସଂସ୍କୃତିକୁ ସମୃଦ୍ଧ କରିବାରେ ଧରିତ୍ରୀର ବଡ଼ ସହଯୋଗ ରହିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri