କରୋନା ଚିକିତ୍ସା ପାଇଁ କର୍ନାଟକ କରିବ ପ୍ଲାଜମା ଥେରାପିର ବ୍ୟବହାର

ବେଙ୍ଗାଲୁରୁ,୨୧।୪: କରୋନା ସଂକ୍ରମଣ ରୋକିବାକୁ ସବୁ ଦିଗରେ ଚେଷ୍ଟା ଚାଲିଥିବା ବେଳେ ଏବେ ଭାରତରେ ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କର୍ନାଟକରେ ଏବେ ପ୍ଲାଜମା ଥେରାପି ମାଧ୍ୟରେ ଚିକିତ୍ସା କରାଯିବ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି କର୍ନାଟକର ସ୍ବାସ୍ଥ୍ୟ ଶିକ୍ଷାମନ୍ତ୍ରୀ ଡାକ୍ତର କେ. ସୁଧାକର। ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ନିକଟରେ ପ୍ଲାଜମା ଥେରାପିକୁ ନେଇ ଯେଉଁ ଆବେଦନ କରାଯାଇଥିଲା ସେଥିରେ ଆଇସିଏମ୍‌ଆର୍‌ ରାଜି ହୋଇ ଯିବାରୁ ଏବେ କର୍ନାଟକରେ ପ୍ଲାଜମା ଥେରାପିରେ କୋଭିଡ-୧୯ର ଚିକିତ୍ସା କରାଯିବ ବୋଲି ସେ କହିଛନ୍ତି। ଏଚ୍‌.ସି.ଜି. ବେଙ୍ଗାଲୁର ଇନଷ୍ଟଚ୍ୟୁଟ ଅଫ୍‌ ଅଙ୍କୋଲୋଜିର ଡାକ୍ତର ବିଶାଲ ରାଓଙ୍କୁ ସମ୍ବୋଧିତ କରି ଏକ ପତ୍ର ମାଧ୍ୟମରେ ପ୍ଲାଜମା ଥେରାପି ବ୍ୟବହାର ପାଇଁ ଅନୁମତି ଦିଆଯାଇଛି ବୋଲି ଡାକ୍ତର ସୁଧାକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri