କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଟପିଲା ୫୯ ହଜାର; ୧୦ ଲକ୍ଷ ୯୮ ହଜାର ସଂକ୍ରମିତ

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୯ ହଜାର ୧୪୧ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୯୮ ହଜାର ଛୁଇଁଛି । ସେହିପରି ଶନିବାର ସୁଦ୍ଧା ୨ ଲକ୍ଷ ୨୮ ହଜାର ୪୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାର ମୁକାବିଲା ପାଇଁ ପୃଥିବୀର ବିଭିନ୍ନ ବିକଶିତ ରାଷ୍ଟ୍ର ପକ୍ଷରୁ ଊଦ୍ୟମ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri