କରୋନା ନେଇ ସରପଞ୍ଚଙ୍କ ସହ ଆଲୋଚନା କଲେ ଗଞ୍ଜାମ ଜ଼ିଲ୍ଲାପାଳ

ଛତ୍ରପୁର, ୧୫।୬(ଡି.ଏନ.ଏ.)-ଗଞ୍ଜାମ ଜ଼ିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପର୍ଯ୍ୟନ୍ତ ୬ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି। ସୋମବାର କରୋନା ନେଇ ଗଞ୍ଜାମ ଜିଲାର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ବର୍ତ୍ତମାନ ପରିସ୍ଥିତିର ସମୀକ୍ଷା କରିଛନ୍ତି। କରୋନା ଯୁଦ୍ଧରେ ସରପଞ୍ଚ ମାନଙ୍କ ସହଯୋଗ ଏବଂ କାର୍ଯ୍ୟ ପ୍ରଶଂସନୀୟ ବୋଲି ଜ଼ିଲାପାଳ କହିଥିଲେ। ଜୁନ ୩୦ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ସମ୍ପର୍କରେ ଥିବା ଗାଇଡଲାଇନ ଉପରେ ସୂଚନା ଦିଆଯାଇଥିଲା। ଏହାସହ କ୍ୱାରାଣ୍ଟାଇନ ସେଣ୍ଟର ପରିଚାଳନା ଉପରେ ମଧ୍ୟ ସମୀକ୍ଷା କରଯାଇଥିଲା। ମାସ୍କ ପିନ୍ଧିବା, ସାମାଜିକ ଦୂରତା ଉପରେ ଲୋକଙ୍କୁ ସଚେତନ କରିବାକୁ ଜ଼ିଲ୍ଲାପାଳ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri