କରୋନା ପଜିଟିଭ୍ ଚିହ୍ନଟ ପାଇଁ ଭାରତୀୟ ବୈଜ୍ଞାନିକ ତିଆରି କଲେ ପେପର ଷ୍ଟ୍ରିପ୍ କିଟ୍‌: ମାତ୍ର ୫୦୦ ଟଙ୍କାରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଅସୁବିଧା ଦେଖାଦେଉଛି । ତେବେ ବିଜ୍ଞାନ ଏବଂ ଔଦ୍ୟୋଗିକ ପରିଷଦ(ସିଏସ୍‌ଆଇଆର୍‌)ର ବୈଜ୍ଞାନିକମାନେ ଏକ ପେପର ଷ୍ଟ୍ରିପ୍ କିଟ୍ ପ୍ରସ୍ତୁତ କରିଛନ୍ତି । ଏହାର ବ୍ୟବହାର ଦ୍ୱାରା କମ୍ ସମୟରେ କରୋନା ପଜିଟିଭ୍‌ଙ୍କ ଚିହ୍ନଟ କରାଯାଇ ପାରିବ ବୋଲି କୁହାଯାଉଛି । ବୈଜ୍ଞାନିକ ଡ. ସୋବିକ୍ ମୈତି ଏବଂ ଡ. ଦେବଜ୍ୟୋତି ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଏହି ଯାଞ୍ଚ୍ କିଟ୍ ପ୍ରସ୍ତୁତିରେ ସଫଳତା ମିଳିଥିବା ସିଏସ୍‌ଆଇଆର୍ କହିଛି । ଏହି କିଟ୍ ଦ୍ୱାରା ମାତ୍ର ୫୦୦ଟଙ୍କାରେ କରୋନା ପଜିଟିଭ୍ ପରୀକ୍ଷା କରାଯାଇ ପାରିବ । ତେବେ ବଜାରକୁ ଏହି କିଟ୍ ଆସିବାକୁ କିଛି ସମୟ ଲାଗିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri