କରୋନା ପଜିଟିଭ ଭାବି ଆଉ ଜଣଙ୍କ ଶବ ଦାହ କଲେ ହସ୍ପିଟାଲ କର୍ତ୍ତୃପକ୍ଷ

ଫରିଦାବାଦ, ୨୦।୬- ହରିୟାଣାର ଜଣାଶୁଣା ସହର ଫରିଦାବାଦରେ ଶନିବାର ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ସିଭିଲ ହସ୍ପିଟାଲ କର୍ତ୍ତୃପକ୍ଷ କରୋନା ରୋଗୀ ଭାବି ଭୁଲରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରି ଦେଇଥିବା ଜଣାପଡ଼ିଛି। ଯେଉଁ ବ୍ୟକ୍ତିଙ୍କ ଶବଦାହ କରାଯାଇଛି ହତ୍ୟା କେସ୍‌ରେ ପୋଲିସ ତାଙ୍କ ଶବ ବ୍ୟବଚ୍ଛଦ ପାଇଁ ହସ୍ପିଟାଲକୁ ଆଣିଥିଲା। ଶନିବାର ସକାଳେ ପୋଲିସ ଓ ସେହି ବ୍ୟକ୍ତିଙ୍କ ପରିବାର ଯେତେବେଳେ ଶବ ବ୍ୟବଚ୍ଛଦ ପାଇଁ ହସ୍ପିଟାଲରେ ପହଞ୍ଚତ୍ଲେ ସେତେବେଳେ ଶବ ନ ଥିବା ଜଣାପଡ଼ିଥିଲା। କରୋନା ରୋଗୀଙ୍କ ଶବ ଭାବି ହସ୍ପିଟାଲ କର୍ତ୍ତୃପକ୍ଷ ଏହାକୁ ମୁନିସିପାଲଟି ଶବଦାହ କେନ୍ଦ୍ରରେ ଅନ୍ତିମ ସଂସ୍କାର କରିଦେଇଥିଲେ। ଏହି ଘଟଣା ଜଣାପଡ଼ିବା ପରେ କ୍ଷୁବ୍ଧ ପରିବାର ଲୋକେ ହସ୍ପିଟାଲରେ ପାଟିତୁଣ୍ଡ ଆରମ୍ଭ କରିବାରୁ ଡାକ୍ତରମାନେ ଭୟରେ ଗାୟବ ହୋଇଯାଇଥିଲେ। ପୁରାଦିନ ହସ୍ପିଟାଲରେ ଏଭଳି ପରିସ୍ଥିତି ରହିଥିବାବେଳେ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚତ୍ ପରିବାର ଲୋକଙ୍କୁ ବୁଝାଇବାକୁ ଉଦ୍ୟମ କରିଥିଲା। ଶେଷରେ ପୋଲିସ ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri