କରୋନା ପରେ ବାଲ୍ୟ ବିବାହ ବୃଦ୍ଧି ପାଇବା ଆଶଙ୍କା: ଜାତିସଂଘ

ଜେନେଭା,୨୧।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। କରୋନା ପରବର୍ତ୍ତୀ ପୃଥିବୀରେ ବହୁ ପରିବର୍ତ୍ତନ ଆସିବା ସହିତ ଆପରାଧୀକ କାର୍ଯ୍ୟକଳାପ ବଢ଼ିବାର ଆଶଙ୍କା ରହିଛି। ପୃଥିବୀର ବିଭିନ୍ନ ଦେଶରେଥିବା ଶରଣାର୍ଥୀ ମହିଳା ଏବଂ ବାଳିକାମାନେ ଏହାଦ୍ୱାରା ଅଧିକ ପ୍ରଭାବିତ ହେବେ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଜାତିସଂଘର ଶରଣାର୍ଥୀ ପାଇଁ କାର୍ଯ୍ୟ କରୁଥିବା ଶାଖା ୟୁଏନ୍‌ଏଚ୍‌ଆର୍‌ସି ଏନେଇ ଏକ ରିପୋର୍ଟ ପ୍ରକାଶିତ କରିଛି। କରୋନା ପରେ ଅର୍ଥ ଅଭାବରୁ ତଥା ଭୋକ ଉପାସରୁ ରକ୍ଷା ପାଇବା ଲାଗି ଶରଣାର୍ଥୀ ମହିଳାମାନେ ଦେହଜୀବୀ ପାଲଟିବାର ଆଶଙ୍କା ରହିଛି। ଏହାଦ୍ୱାରା ହୁଏତ ଏଚ୍‌ଆଇଭି ପଜେଟିଭ୍‌ଙ୍କ ବଢ଼ିପାରେ। ସେହିପରି ଶରଣାର୍ଥୀ ବାଳିକାଙ୍କୁ ଜାଣିଶୁଣି ବାଲ୍ୟ ବିବାହ କରାଯିବା ଆଶଙ୍କା ଥିବା ୟୁଏନ୍‌ଏଚ୍‌ଆର୍‌ସିର ସହକାରୀ ଉଚ୍ଚାୟୁକ୍ତ ଗିଲିୟନ୍‌ ଟ୍ରିଗ୍ସ୍‌ ସୂଚନା ଦେଇଛନ୍ତି। ଯେଭଳି କୌଣସି ଆପରାଧୀକ କାର୍ଯ୍ୟ ନ ହୋଇ ପାରିବ ସେଥିପ୍ରତି ତୀକ୍ଷ୍‌ଣ ଦୃଷ୍ଟି ରଖାଯିବା ସହିତ ଶରଣାର୍ଥୀ ଶିବିରରେ ଆବଶ୍ୟକ ରିଲିଫ୍‌ ସାମଗ୍ରୀ ଯୋଗାଣ ଉପରେ ଗୁରୁତ୍ୱାରୋପ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri