Posted inଫୁରସତ

କରୋନା ପାଇଁ କୁନି ଝିଅର ପ୍ରସ୍ତୁତି

ନଏଡ଼ା : କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଏବେ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। ଏମିତିକି କିଛି ରାଜ୍ୟରେ କେତେକ ସହରକୁ ସମ୍ପୂର୍ଣ୍ଣ ବନ୍ଦ କରାଗଲାଣି। ଏହାକୁ ଦେଖି ନଏଡ଼ାରେ ଜଣେ କୁନି ଝିଅ ଏମିତି କାମ କରିଛନ୍ତି ଯାହାକୁ ସମସ୍ତେ ପ୍ରଶଂସା କରୁଛନ୍ତି। ଏହି ଝିଅର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପିଲାଟି ଲିପ୍ଟରେ ଏକ ଥର୍ମକୁଲ ସିଟ୍‌ ଉପରେ କିଛି ଟୁଥ୍‌ପିକ୍‌ ଲଗାଇ ଦେଇଥିବା ଦେଖାଯାଇଛି। ଅର୍ଥାତ୍‌ ଲିପ୍ଟରେ ଯାଉଥିବା ଲୋକେ ଲିପ୍ଟର ବଟମ୍‌ ଗୁଡିକୁ ସିଧାସଳଖ ଭାବେ ଅନ୍‌ ନ କରି ଟୁଥ୍‌ ପିକ୍‌ ଜରିଆରେ ଅନ୍‌ କରିବାକୁ ପରାମର୍ଶ ଦିଆଯାଇଛି। କେବଳ ସେତିକି ନୁହେଁ ଏହା ପାଖରେ ଛୋଟ ଡବାଟିଏ ମଧ୍ୟ ଲଗାଇ ଦିଆଯାଇଛି। ଯେଉଁଥିରେ ବ୍ୟବହାର ହୋଇଥିବା ଟୁଥ୍‌ପିକ୍‌କୁ ପକାଇ ହେବ। ପିଲାଟିର ଏହି କାମକୁ ସମସ୍ତେ ପ୍ରଶଂସା କରିବା ସହ ଏହାର ଏକ ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri