କାଲିମେଳା,୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ଉଣ୍ଡ୍ରକୁଣ୍ଡା ପଞ୍ଚାୟତର ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ପିଡିଏସ୍ ଚାଉଳକୁ ସେହି ପଞ୍ଚାୟତର ଯୋଗାଣ ସହାୟକ ହଡ଼ପ କରିଥିବା ଅଭିଯୋଗ ହୋଇଛି। କରୋନାକୁ ଦୃଷ୍ଟିରେ ରଖି ଗତ ୨ ତାରିଖ ଉଣ୍ଡ୍ରକୁଣ୍ଡା ବସ୍ତିରେ ଥିବା ପ୍ରାୟ ୮୨ ପରିବାରକୁ ପିଡିଏସ୍ ଚାଉଳ ଦେବା ପାଇଁ ସେହି ପଞ୍ଚାୟତ ଦାୟିତ୍ଵରେ ଥିବା ଯୋଗାଣ ସହାୟକ ସୁଶିଲ ମଣ୍ଡଳ ଯାଇଥିଲେ। ଚାଉଳ ଦେବା ପରେ ସେଥିରୁ ପ୍ରାୟ ୧୦ ବସ୍ତା ଚାଉଳ ବାହାର କରି ସାଧାରଣ ସିମେଣ୍ଟ ବସ୍ତା ଭିତରେ ଭର୍ତ୍ତି କରିଥିଲେ। ସେ ଜଣେ ବେପାରୀଙ୍କ ଦ୍ଵାରା ଏହି ଚାଉଳ ବିକ୍ରି କରୁଥିବା ଗ୍ରାମବାସୀ ଦେଖିଥିଲେ। ଅଭିଯୋଗ କରିବା ପରେ ପଡିଆ ବିଡିଓ ଉକ୍ତ ଯୋଗାଣ ସହାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପୂର୍ବକ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।
Posted inମାଲକାନଗିରି, ରାଜ୍ୟ View All
ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….
ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…
ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି
ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…
ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା
ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍ରେ ଦେହାନ୍ତ
କଟକ,୧୫ା୨: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…
ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….
ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…
ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…
ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…
ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…
Archives

